ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କୋଇଲା ଖଣିରେ ବିସ୍ଫୋରଣ

୭ ଶ୍ରମିକ ମୃତ ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ବୀରଭୂମର କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ। ପ୍ରାଣ ହରାଇଲେ ୭ ଶ୍ରମିକ। ସେହିପରି ଅନେକ ଆହତ ହୋଇଛନ୍ତି। ବୀରଭୂମ ଜିଲ୍ଲା ଲୋକପୁର ପୁଲିସ ଷ୍ଟେସନ ଅଞ୍ଚଳରେ ଏହି ଅଘଟଣ ଘଟିଛି। ତେବେ ଏହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ।
Read More...

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ଭୁବନେଶ୍ବର: ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ। ବନ୍ଦ ହେବନି ବସ୍ ଚଳାଚଳ। ଧର୍ମଘଟରୁ ଓହରିଲେ ବସ୍ ମାଲିକ ସଂଘ। ପରିବହନ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ଆଶ୍ବାସନା ପାଇବା ବରେ ଧର୍ମଘଟ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ବସ୍ ମାଲିକ ସଂଘ। ତେବେ ଆଜି ସଂଧ୍ୟା ୭ଟାରୁ ଅନିର୍ଦ୍ଦିଷ୍ଟ
Read More...

ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା

ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ
Read More...

ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ସମେତ ୯ଜଣଙ୍କୁ ମିଳିଲା ଜାମିନ

ବିହାର: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।ବର୍ତ୍ତମାନ
Read More...

ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ନିଲମ୍ବିତ

ରାୟଗଡ଼ା: କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ ହୋଇଛନ୍ତି । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତପ
Read More...

ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ

ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ
Read More...

ଅନିବାର୍ଯ୍ୟ କାରଣ ଦର୍ଶାଇ ପିଜିଟି ପରୀକ୍ଷା ବାତିଲ୍

କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ଅକ୍ଟୋବର ୬ ଅର୍ଥାତ ଆଜି ହେବାକୁ ଥିବା ପୋଷ୍ଟ ଗ୍ରାଜୁଏଟ ଟିଚର ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ଏହି ପରୀକ୍ଷାଗୁଡିକ ଓପିଏସସି ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ
Read More...

ଅମୃତସର ବିମାନ ବନ୍ଦରରୁ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ

ଅମୃତସର: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ,
Read More...

ଭୋପାଳରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ଭୋପାଳ: ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦ କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା। ଗୁଜୁରାଟର ଆଣ୍ଟି ଟେରରିଜିମ ସ୍କ୍ବାଡ (ଏଟିଏସ) ଏବଂ
Read More...

ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ
Read More...