ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବାତ୍ୟା ‘ଦାନା’ ପାଇଁ ଘୁଞ୍ଚିଲା ଏନ୍‌ଆର୍‌ଟିଏସ୍‌ ଓ ପ୍ରାଥମିକ ବୃତ୍ତି ପରୀକ୍ଷା

ଭୁବନେଶ୍ବର; ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା
Read More...

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ି ପଳାନ୍ତୁ

ଭୁବନେଶ୍ବର; ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା
Read More...

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ବର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର। ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ
Read More...

ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରୁହନ୍ତୁ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତାକାଲି ଏହା ଅବପାତ ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ
Read More...

ଇସ୍ତଫା ଦେଲେ ଓମାର ଅବଦୁଲ୍ଲା

ବଡ଼ଗାମ: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ବିଧାନସଭା ନିର୍ବାଚନମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି। ପ୍ରୋଟେମ ସ୍ପିକର୍‌ ମୁବାରକ ଗୁଲ ଏହି ଘୋଷଣା କରିଛନ୍ତି। ଓମାର ପାରିବାରିକ ଗଡ଼ ଗାନ୍ଦରବଲ ଆସନରୁ ନିଜ ପାଖରେ ରଖିଛନ୍ତି। ଏହି ଅବସରରେ ମୁବାରକ ଗୁଲ ବିଧାନସଭାର ସଦସ୍ୟମାନଙ୍କୁ
Read More...

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୋଆ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର ୨୦୨୦ ପାସ ଆଉଟ ଛାତ୍ର ଶ୍ରୀ ସୌମେଶ ଆଚାର୍ଯ୍ୟ ଏଥିରେ କୃତକାର୍ଯ୍ୟ ହୋଇଛନ୍ତି । ଏହି
Read More...

ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।
Read More...

ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ୍ ଏସଆଇ

ଖଣ୍ଡପଡା: ପୋଲିସ୍ ଏସଆଇ ମାମଲାକୁ ରଫାଦଫା କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ। ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ
Read More...

କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି

ଭୁବନେଶ୍ବର; କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା
Read More...