ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆଜି ପବିତ୍ର ବାହୁଡ଼ା ରଥରେ ବିରାଜିଲେ ତିନି ଠାକୁର

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ।
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ବାଦ ପଡ଼ିଲା ତ୍ରିସା ହସ୍ପିଟାଲ

କଟକ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତାଲିକାରୁ ବାଦ୍‌ ପଡ଼ିଲା ‘ତ୍ରିଶା’ ହସ୍ପିଟାଲ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ‘ତ୍ରିଶା’ ହସ୍ପିଟାଲ ବାଦ୍ କରିଦେଇଛନ୍ତି ରାଜ୍ୟ ସରକାର। ଗତକାଲି କଟକ ‘ତ୍ରିଶା’ ହସ୍ପିଟାଲରେ ନିଆଁ ଲାଗିଥିଲା। ଯାଞ୍ଚ ପ୍ରକ୍ରିୟା ଜାରି ଥିବାରୁ
Read More...

କମ୍ୱିଂ ଅପରେସନରେ ୫ ମାଓବାଦୀ ଗିରଫ

ଛତିଶଗଡ: କମ୍ବିଂ ଅପରେଶନ ବେଳେ ପୋଲିସକୁ ମିଳିଛି ବଡ ସଫଳତା । ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ମସାୟୀ ମଙ୍ଗୁ ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍‌ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ
Read More...

ମଣିପୁରରେ ଉଗ୍ରବାଦୀଙ୍କ ଆକ୍ରମଣରେ ଯବାନ ସହିଦ

ମଣିପୁର: ମଣିପୁରରେ ଥମୁନି ହିଂସା। ମଣିପୁର ହିଂସାରେ ପୁଣି ଜଣେ ଯବାନ ସହିଦ ହୋଇଛନ୍ତି।ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଉଗ୍ରବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ ଶହୀଦ ହୋଇଥିବାବେଳେ ପୋଲିସ
Read More...

ବାହୁଡା ଯାତ୍ରା ଓ ସୁନା ବେଶ ସରିବା ପରେ ହେବ ଭଣ୍ଡାର ଅଳଙ୍କାର ଗଣନା : ଅରବିନ୍ଦ ପାଢ଼ୀ

ପୁରୀ: ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୧ ଜଣିଆ ଉଚ୍ଚସ୍ତରୀୟ କମିଟି ତତ୍ତ୍ୱାବଧାନରେ ଆଜି ଦୀର୍ଘ ୪୬ ବର୍ଷ ପରେ ‘ରତ୍ନଭଣ୍ଡାର’ ଖୋଲାଯାଇଛି। ଉଭୟ ବାହାର ଓ ଭିତର ଭଣ୍ଡାର
Read More...

କଟକ ନର୍ସିଂହୋମ୍‌ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ଶିଶୁ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଶିଶୁ ଭବନ
Read More...

ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି: ଗଞ୍ଜାମ ଜିଲା ଦିଗପହଣ୍ଡିର ଫାଶିଗୁଡ଼ାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର ହୋଇଛନ୍ତି। ଫାଶିଗୁଡ଼ା ଗାଁରେ ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ ନାଟକ ମଞ୍ଚସ୍ଥ ହେଉଥିବା ବେଳେଷ୍ଟେଜ ନିକଟରେ ବିଦ୍ୟୁତ ଆଘାତରେ ଶିଶୁମାନେ ଗୁରୁତର ହୋଇଛନ୍ତି। ଗୁରୁତର
Read More...

ଆଜି ଖୋଲିବ ରତ୍ନଭଣ୍ଡାର

ପୁରୀ: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି। ଜଷ୍ଟିସ ବିଶ୍ୱନାଥ
Read More...

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼

ପେନସିଲଭେନିଆ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼ ଘଟଣାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ
Read More...

ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା
Read More...