ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଆଇପିଏଲ ଖେଳୁଥିବା କ୍ରିକେଟରଙ୍କୁ ମିଳିବ ମ୍ୟାଚ୍‌ ଫି

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୫ର ମେଗା ନିଲାମୀ ପୂର୍ବରୁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଥମଥର ପାଇଁ ଆଇପିଏଲ ଖେଳୁଥିବା କ୍ରିକେଟରଙ୍କୁ ମିଳିବ ମ୍ୟାଚ୍‌ ଫି’। କ୍ରିକେଟରମାନେ ଫ୍ରାଞ୍ଚାଇଜଙ୍କ ଠାରୁ ପାଇବାକୁ ଥିବା ଚୁକ୍ତି
Read More...

ବଢ଼ିଲା ଘରୋଇ ଡିଲରଙ୍କ ଲାଇସେନ୍ସ ଅବଧି

ଭୁବନେଶ୍ବର: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ସରକରଙ୍କ ବଡ ଘୋଷଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ
Read More...

ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ମଞ୍ଜୁରୀ

ଭୁବନେଶ୍ବର: ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍
Read More...

ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୮/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀମାନଙ୍କୁ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ସ୍ୱତନ୍ତ୍ର
Read More...

ସୋଆ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ଭୁବନେଶ୍ୱର, ୨୮/୦୯: ବିଶ୍ୱରେ ଶାନ୍ତି ବିନା ପର୍ଯ୍ୟଟନ ସମ୍ଭବ ନୁହେଁ । ଭାରତ ଶାନ୍ତିର ଦୂତ। ଶାନ୍ତି ଓ ମୈତ୍ରୀ ଭାବକୁ ପାଥେୟ କରି ବସୁଧୈବ କୁଟୁମ୍ବକମ୍‌ରେ ବିଶ୍ୱାସ କରେ ଆମ ଦେଶ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ
Read More...

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ: ଅଡୁଆରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା ।ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ। ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Read More...

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ
Read More...

ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ୨ ମୃତ

ଉଜୈନ: ମଧ୍ୟପ୍ରଦେଶର ଉଜୈନରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଅଘଟଣ। ପ୍ରବଳ ବର୍ଷା କାରଣରୁ ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ପଡିଛି। ଏହା ତଳେ ଚାପି ହୋଇ ୨ ଜଣଙ୍କ ର ମୃତ୍ୟୁ ଘଟିଥିବା ବେଳେ, ୪ ଜଣ ଆହତ ହୋଇଛନ୍ତି। ଏଥିରେ ଆହତ ୪ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି
Read More...

ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ ଚେୟାରମ୍ୟାନ୍

ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି
Read More...

ରାସନକାର୍ଡଧାରୀମାନଙ୍କୁ ଚାଉଳ ସହ ମିଳିବ ଗହମ

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ମିଳିବ ଗହମ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ। ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ
Read More...