ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି।
Read More...

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ମେଡାଲ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ।
Read More...

ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା

ପୁରୀ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଦିଆଗଲା ନୂଆ ଦାୟିତ୍ଵ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ।ଆଇନ
Read More...

ମାଟିତଳୁ ମିଳିଲା ନକ୍ସଲ ଲୁଚାଇଥିବା ୩୮ ଲକ୍ଷ ଟଙ୍କା

ଛତିଶଗଡ: ଛତିଶଗଡ ଗରିଆବନ୍ଧ ପୋଲିସର ବଡ ସଫଳତା। ମାଟି ତଳେ ପୋତା ଯାଇଥିଲା ୩୮ ଲକ୍ଷ ଟଙ୍କା। ଗାତ ଖୋଳି ସେହି ଟଙ୍କାକୁ ଜବତ କରିଛି ସିଆର୍‌ପିଏଫ୍‌ ଯବାନ ଓ ଛତିଶଗଡ଼ ପୁଲିସ୍‌। ଏଥିସହ ବିପୁଳ ପରିମାଣରେ ମାରଣାସ୍ତ୍ର ଜବତ କରାଯାଇଛି। ନକ୍ସଲମାନେ ସେହି ଟଙ୍କା ଓ ମାରଣାସ୍ତ୍ର ପୋତି ରଖିଥିବା
Read More...

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’

ଭୁବନେଶ୍ବର: ରାଜ୍ୟ ସରକାର ‘ଭାଙ୍ଗ’କୁ ମାଦକ ଦ୍ରବ୍ୟ ଭାବେ ଘୋଷଣା ଘୋଷଣା କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ
Read More...

ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା।
Read More...

ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା

ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ
Read More...

ପୋଖରୀରେ ବୁଡି ଯୁବକ ମୃତ

କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ
Read More...

ଏସ୍‌ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ କଲେ ଜୁନିଅର ଡାକ୍ତର

କଟକ: କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ
Read More...

ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା। ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍‌ କର୍ମଶାଳା। ଜେପି ନଡ୍ଡା ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବେ। ।
Read More...