ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ

ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ
Read More...

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଅରବିନ୍ଦ ପାଢ଼ୀ

ଭୁବନେଶ୍ବର: ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
Read More...

ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ ଗିରଫ

ବିହାର: ସିବିଆଇ କବଜାରେ ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ । ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ର କିଙ୍ଗ୍‌ପିନ୍‌ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍‌ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର
Read More...

ସାଉଦି ବିମାନରେ ଲାଗିଲା ନିଆଁ

ପାକିସ୍ତାନ: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ଅଗ୍ନିକାଣ୍ଡ ଘଟିଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା।ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା
Read More...

ମଗଜି ଲଡୁକୁ ମିଳିଲା ଜିଆଇ ଟ୍ୟାଗ

ଢେଙ୍କାନାଳ: ଢେଙ୍କାନାଳ ମଗଜି ଲଡୁକୁ ମିଳିଛି ଜିଆଇ ଟ୍ୟାଗ । ମିଠା ପ୍ରେମୀଙ୍କ ପାଇଁ ଖୁସି ଖବର। ଶହ ଶହ ବର୍ଷ ପୂର୍ବରୁ କ୍ଷୀର ଛେନାରୁ ନିର୍ମିତ ମଗଜି ଲଡୁକୁ ଜିଆଇ ଟ୍ୟାଗ ମିଳିଲା ପରେ ଢେଙ୍କାନାଳବାସୀଙ୍କ ଦୀର୍ଘ ବର୍ଷର ସ୍ୱପ୍ନ ପୂରଣ ହୋଇଛି । ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର
Read More...

ଏବେ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ପୋଲିସ ଫୋର୍ସରେ ମିଳିବ ଚାକିରି

ନୂଆଦିଲ୍ଲୀ: ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର । ଅଗ୍ନିପଥ ଯୋଜନାକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ସରକାର ଏହି ଯୋଜନାରେ ପରିବର୍ତ୍ତନ କରିଛନ୍ତି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ
Read More...

ବଡ଼ ଠାକୁର ଖସି ପଡିବ ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଏତଲା । ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ କ୍ୟାପିଟାଲ ଥାନାରେ ୫ ଆଇନଜୀବୀ ଏତଲା ଦେଇଛନ୍ତି।
Read More...

ରିୟା ଦେ’ଙ୍କ ନାଁରେ ଘରୋଇ ସହାୟିକାଙ୍କୁ ନିର୍ଯାତନା ମାମଲା ରୁଜୁ

ଭୁବନେଶ୍ୱର: ଓଲିଉଡ୍‌ର ନାୟିକା ରିୟା ଦେ’ଙ୍କ ପାଇଁ ଅଡୁଆ ବଢ଼ିଲା। ତାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର କରାଯାଇଛି। ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଏହି ମାମଲା ହୋଇଥିଲା। ରିୟା ଓ ତାଙ୍କ ସ୍ୱାମୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ରିୟା ଓ ତାଙ୍କ ସ୍ୱାମୀ
Read More...

ଷ୍ଟେଜ ଉପରେ ଗୀତ ଗାଉ ଗାଉ ଟଳିପଡିଲେ ଜିଲ୍ଲାପାଳ

ଗଜପତି: ଷ୍ଟେଜ ଉପରେ ଗୀତ ଗାଉ ଗାଉ ଚାଲିଗଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜୀବନ।ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ
Read More...

ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କୁ ବଦଳି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ଆଶିଷଙ୍କ ଉପରେ ଇସିଆଇ କାର୍ଯ୍ୟାନୁଷ୍ଠାନ
Read More...