ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

୬ ବର୍ଷର ବାଳିକାକୁ ହତ୍ୟା କଲେ ପ୍ରିନ୍ସିପାଲ

ଗୁଜରାଟ: ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲ ବଳାତ୍କାର ଉଦ୍ୟମ କରିଥିଲେ। ସେ ପ୍ରତିରୋଧ କରିବାରୁ ପ୍ରିନ୍ସିପାଲ ତାଙ୍କ ଗଳା ଦବାଇ ହତ୍ୟା କରିଛନ୍ତି। ଏହା ପରେ ସେ ନାବାଳିକାଙ୍କ
Read More...

୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ
Read More...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର

ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ
Read More...

ଦଶମ ଷାଣ୍ମାସିକ ପରୀକ୍ଷା ପାଇଁ ସୂଚନା ଦେଲା ବୋର୍ଡ

କଟକ: ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ କୁ ଦୂର କରିଛି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ (ବିଏସଇ) । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛି ବୋର୍ଡ। ଚିଠିରେ ଉଲ୍ଲେଖ ରହିଛି
Read More...

ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟିସନର ଭାଗନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ
Read More...

ଓଡ଼ିଶାରେ ସବୁ ମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର ପାଇଁ ଦାବି

ଭୁବନେଶ୍ବର: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା ପରେ ସବୁ ଧର୍ମାବଲମ୍ବୀ ଭକ୍ତଙ୍କୁ ଶକ୍ତ ଝଟ୍‌କା
Read More...

ଓଡିଶାରୁ ସ୍ଥାନାନ୍ତରିତ ହେବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ

ଭୁବନେଶ୍ବର: ଓଡିଶାରୁ ଉଠିବନି ଜେଏସଡ୍ଲ୍ୟୁ ଇଭି ପ୍ରକଳ୍ପ। ୪୦ ହଜାର କୋଟିର ପ୍ରସ୍ତାବିତ ଇଭି ପ୍ରକଳ୍ପ ଓଡିଶାରୁ ମହାରାଷ୍ଟ୍ର ସ୍ଥାନାନ୍ତରିତ ନେଇ ଖବର ଉପରେ ସ୍ପଷ୍ଟୀକରଣ ରଖିଛି କମ୍ପାନୀ ।ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା
Read More...

ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ବର: ଭରତପୁର ଥାନାରେ ଶେଷରେ ସିସିଟିଭି ଲାଗଛି। ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି। ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା ରେକର୍ଡିଂ ମଧ୍ୟ ଆରମ୍ଭ ହୋଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ
Read More...

୧୧ ଲକ୍ଷ ଫାଇନ ଦେବ ବୁର୍ଲା ଭୀମସାର

ବୁର୍ଲା: ବୁର୍ଲା ଭୀମସାରକୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ୧୧ ଲକ୍ଷ ୨୨ ହଜାର ଟଙ୍କା ଜରିମାନା କରାଯାଇଛି। ଠିକ୍ ଭାବେ ବର୍ଜ୍ୟ ବସ୍ତୁ ପରିଚାଳନା କରାଯାଉ ନ ଥିବା ଅଭିଯୋଗରେ ଏହି ଜରିମାନା କରାଯାଇଥିବା ସୂଚନା ରହିଛି। ୨୦୨୩ ଅଗଷ୍ଟ ମାସରେ ଭୀମସାରକୁ କେନ୍ଦ୍ରୀୟ
Read More...

ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା

ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା
Read More...