ପ୍ୟାରିସ ଅଲିମ୍ପିକ୍ସ ଫାଇନାଲରେ ନୀରଜ
ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଜାଭେଲିନ ଥ୍ରୋ ଇଭେଣ୍ଟରେ ଫାଇନାଲକୁ ପ୍ରବେଶ କଲେ ନୀରଜ । ଅଲିମ୍ପିକ୍ସ ଜାଭେଲିନ୍ ଥ୍ରୋରେ ଫାଇନାଲରେ ମଙ୍ଗଳବାର ନୀରଜ ଚୋପ୍ରା ପହଞ୍ଚିଛନ୍ତି। ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ!-->…
Read More...
Read More...