ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ

ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର
Read More...

ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର

ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ
Read More...

ରସୁଲଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର: ଭୁବନେଶ୍ୱର ରସୁଲଗଡ଼ ଛକରେ ଅଭାବନୀୟ ଦୃଶ୍ୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାରକେଡ ଆଗରେ ହଙ୍ଗାମା କଲେ ମହିଳା। ରସୁଲଗଡ଼ ଛକରେ ହଠାତ ଜଣେ ମହିଳା ରାସ୍ତା ମଝିକୁ ଆସିଯାଇ କାରକେଡ ଅଟକାଇବାକୁ ଚେଷ୍ଟା କରିଥିଲେ । ମହିଳାଙ୍କ ପାଇଁ କିଛି ସମୟ ମୁଖ୍ୟମନ୍ତ୍ରୀଙ୍କ କାରକେଡ
Read More...

ଓଡ଼ିଶା ଫୁଟୁବଲ ଆସୋସିଏସନ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

କଟକ: ଓଡ଼ିଶା ଫୁଟୁବଲ ଆସୋସିଏସନ(ଫାଓ) ସଭାପତି ପଦରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି (ଫାଓ) ସମ୍ପାଦକଙ୍କୁ ଚିଠିରେ
Read More...

ଗୁଳି କରି ୧୨ ଲକ୍ଷ ଲୁଟ୍

ଗୁଳି କରି ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଲୁଟ୍ ବାଇକ୍‌ରେ ଆସି ପେଟ୍ରୋଲ୍ ପମ୍ପ କର୍ମଚାରୀଙ୍କୁ ଗୁଳି କଲେ ୬ ଦୁର୍ବୃତ୍ତ ସୋର: ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ
Read More...

କଣ୍ଠଶିଳ୍ପୀ ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ

କୋଲକତା: ଜଣାଶୁଣା ଭାରତୀୟ ପପ୍ ତଥା ବଲିଉଡ଼ର ଲୋକପ୍ରିୟ ତଥା ଗାୟିକା ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ ଘଟିଛି। ସେ ଜୁଲାଇ ୮ ସୋମବାର ଦିନ କୋଲକାତାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦ୍‌ଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ପରିବାର ସଦସ୍ୟ ସୂଚନା
Read More...

ଆସାମରେ ବନ୍ୟାସ୍ଥିତି ଗମ୍ଭୀର : କାଜିରଙ୍ଗାରେ ମଲେଣି ୧୩୭ ବନ୍ୟଜନ୍ତୁ

ଆସାମ: ଆସାମରେ ବନ୍ୟାସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡିଛି। ଆସାମରେ ବଡ଼ ବିପର୍ଯ୍ୟୟ ଆଣିଛି ବନ୍ୟା। ଗାଁ ଗଣ୍ଡାଠୁ ଆରମ୍ଭ କରି ବଣଜଙ୍ଗଲ ସବୁକିଛି ପାଣିରେ ଉବୁଟୁବୁ ହେଉଛି। ବନ୍ୟାରେ ଏବେସୁଦ୍ଧା ୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ୨୭ ଜିଲ୍ଲାର ପ୍ରାୟ ୧୯ ଲକ୍ଷ ଲୋକ ପାଣି ଘେରରେ
Read More...

‌ଡେଙ୍ଗୁ ପାଇଁ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ଡେଙ୍ଗୁ ପାଇଁ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍‌ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ
Read More...

ଦକ୍ଷିଣ ଆଫ୍ରିକାରେ ବିଶ୍ୱ ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ ସିଂ

ରାଉରକେଲା: ବିଶ୍ୱ ରେକର୍ଡ କଲେ ରାଉରକେଲା ପୁଅ ସୁମିତ ସିଂ। ଦକ୍ଷିଣ ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ ସୁମିତ ସିଂ । ୯୭ ତମ କୋମରେଡ଼ ମାରାଥନରେ ସାମିଲ ହୋଇ ପଦକ ଜିତିବା ସହ ଦେଶ ଓ ରାଜ୍ୟର ନାମକୁ ଗର୍ବିତ କରାଇଛନ୍ତି। ୧୨ ଘଣ୍ଟାରେ ୬୮.୦୪ କିଲୋମିଟ ଅତିକ୍ରମ କରି ଗିନିଜ ବୁକ ଅଫ ରେକର୍ଡରେ
Read More...

ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ: ଆଜି ରତ୍ନଭଣ୍ଡାର ତଦାରଖ କମିଟିର ଦ୍ଵିତୀୟ ବୈଠକ। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା। ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ
Read More...