କମିବନି ଭକ୍ତ ନିବାସ ପାର୍କିଂ ଫି, ୫୦୦ ଟଙ୍କା ରହିବ:ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି, ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆ ଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ!-->…
Read More...
Read More...