ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱରରୁ ଦୁର୍ଗାପୁରକୁ ଅଗଷ୍ଟ ୩୦ରୁ ବିମାନ ସେବା ଆରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ବିମାନ ସେବା। ଦୁର୍ଗାପୁର ବିମାନବନ୍ଦର ନିର୍ଦ୍ଦେଶକ କୈଳାସ ମଣ୍ଡଳଙ୍କ ସୂଚନା। ପ୍ରତିଦିନ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଉଡ଼ିବ ଇଣ୍ଡିଗୋ ବିମାନ। ଭୁବନେଶ୍ୱରରୁ ବାଗଡୋଗରା ସପ୍ତାହକୁ ୪ ଦିନ ଓ ଗୌହାଟୀକୁ ୩ ଦିନ ଉଡ଼ାଣ।
Read More...

ଆଧୁନିକୀକରଣ କରାଯିବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ। ରୋଗୀ ମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ପାଇବାର ବ୍ୟବସ୍ଥା କରାଯିବ। ଏହା ସହ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ
Read More...

ୱାୟନାଡ଼ରେ ୫ ଦିନ ପରେ ମାଟି ତଳୁ ଉଦ୍ଧାର ହେଲେ ୬ ଶିଶୁ

କେରଳ: କେରଳ ୱାୟନାଡ଼ରେ ସବୁକିଛି ଛାରଖାର କରିଦେଇଛି ସର୍ବଗ୍ରାସୀ ଭୂସ୍ଖଳନ। ଭୂସ୍ଖଳନକୁ ୫ ଦିନ ପୁରିଥିବାବେଳେ ଆଜି ବି ମାଟି କାଦୁଅ ତଳୁ ଖୋଜା ଚାଲିଛି ଜୀବନ। କେରଳର ୱାୟନାଡ଼ରେ ବିନାଶକାରୀ ଭୂସ୍ଖଳନରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଶହରୁ ଉର୍ଦ୍ଧ ଲୋକଙ୍କ ମୃତ୍ୟୁ ହୋଇଛି। ଅନେକ ସଂଖ୍ୟାରେ
Read More...

କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ

ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ
Read More...

ଆସନ୍ତା ୫ ଦିନର କେମିତି ରହିବ ପାଣିପାଗ

ଭୁବନେଶ୍ୱର: ଉତ୍ତର ଝାଡ଼ଖଣ୍ଡ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଅବପାତ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨ ଦିନ ଯାଏଁ ଝାଡ଼ଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଗତି କରିବ। ପ୍ରଭାବ ରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ,
Read More...

ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ କଂଗ୍ରେସ ୧୦୦ ଘର ନିର୍ମାଣ କରିବ

ନୂଆଦିଲ୍ଲୀ: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। କେରଳର ୱାୟାନାଡରେ ଭୂସ୍ଖଳନ ଘଟଣାରେ ମୃତ୍ୟୁସଂଖ୍ୟା ୩୦୮ରେ ପହଞ୍ଚିଥିବାବେଳେ ଶହ ଶହ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ
Read More...

ଅଗଷ୍ଟ ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ

ଭୁବନେଶ୍ବର; ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ। ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ। ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍
Read More...

୪ ମୃତ ୟୁପିଏସ୍‌ସି ପରୀକ୍ଷାର୍ଥୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ବିକାଶ ଦିବ୍ୟକୀର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଳୀର କୋଚିଂ ସେଣ୍ଟର୍‌ ବେସ୍‌ମେଣ୍ଟ୍‌ରେ ପାଣି ପଶି ୪ ଜଣ ଆଇଏଏସ୍‌ ଆଶାୟୀଙ୍କ ମୃତ୍ୟୁ ଘଟଣାରେ ବିକାଶ ଦିବ୍ୟକୀର୍ତ୍ତି ବଡ ଘୋଷଣା କରିଛନ୍ତି । ଦୃଷ୍ଟି କୋଚିଂ ସେଣ୍ଟରର ସଂସ୍ଥାପକ ବିକାଶ ଦିବ୍ୟକୀର୍ତ୍ତି ନିକଟରେ ହୋଇଥିବା ଦୁର୍ଘଟଣାରେ ୪ ମୃତ ୟୁପିଏସ୍‌ସି
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲେ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘ

ଭୁବନେଶ୍ବର: ୨୦୨୪ -୨୫ ଓଡ଼ିଶା ବଜେଟରେ ବରିଷ୍ଠଙ୍କ ପାଇଁ ବିଶେଷ କିଛି ସୁବିଧା ସୁଯୋଗ ଦିଆଯାଇନାହିଁ। ଏଣୁ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଥିଲା। ନିର୍ବାଚନ ପୂର୍ବରୁ ଘୋଷଣା କରାଯାଇଥିବା ସାଧାରଣ
Read More...

ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଜୋକ

ଭଦ୍ରକ: ପିଲାମାନଙ୍କ ମଧ୍ୟାନ୍ନ ଭୋଜନ ଖାଦ୍ୟରୁ ମିଳିଲା ଜୋକ। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧିନରେ ଥିବା ରାଧାକାନ୍ତପୁର ଦିବାକରମିଶ୍ର ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଜଣେ ଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଉଥିବା ବେଳେ ତାଙ୍କ ଥାଳିରୁ ଏକ ବଡ଼ ଜୋକ
Read More...