ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରକାର ଗଠନ ପାଇଁ ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର
Read More...

ଐତିହାସିକ କଟକ ବାଲିଯାତ୍ରାର ଆରମ୍ଭ ପୂର୍ବରୁ ବିବାଦ

କଟକ: ଆଉ କିଛି ଦିନ ପରେ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରା ଆରମ୍ଭ ପୂର୍ବରୁ ହିଁ ମୁଣ୍ଡ ଟେକିଛି ବିବାଦ। ବିଭିନ୍ନ ଦାବି ରଖି ପ୍ରଶାସନଙ୍କୁ ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ। ଜମି ନିଲାମ ପ୍ରକ୍ରିୟା ବନ୍ଦ କରିବା ଓ ଜମି ବର୍ଗଫୁଟ ପିଛା ଟଙ୍କା କୋହଳ କରିବା
Read More...

ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର:ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଡ୍ରେସ୍‌ରେ ଥିଲେ। ସକାଳେ
Read More...

ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ, ବିଦା ହେବେ ଠକ ଓ ଦୁର୍ନୀତି ଖୋର୍ କର୍ମଚାରୀ

ନୂଆଦିଲ୍ଲୀ; ଠକୁଥିବା , କାମରେ ଖରାପ ପ୍ରଦର୍ଶନ କରୁଥିବା ଏବଂ ଦୁର୍ନୀତି ଖୋର୍ କର୍ମଚାରୀମାନଙ୍କୁ ଚାକିରିରୁ ବିଦା କରାଯିବ। କାର୍ଯ୍ୟ ଦକ୍ଷତା ତଥା ଦୁର୍ନୀତି ଉପରେ କଟକଣା ଲଗାଇବାକୁ ଯାଇ ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ
Read More...

ଅଭ୍ୟାସ ବେଳେ ମିଲିଟାରୀ ସେଣ୍ଟରରେ ବିସ୍ଫୋରଣ, ୨ ଅଗ୍ନିବୀର ମୃତ

ନାଶିକ: ମିଲିଟାରୀ ସେଣ୍ଟରରେ ଅଘଟଣ । ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ମହାରାଷ୍ଟ୍ରର ନାଶିକର ଆର୍ଟିଲେରୀ
Read More...

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ

ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍‌। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା। ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ
Read More...

ଜାପାନର ‘ନିହୋନ୍‌ ହିଡାନ୍‌କ୍ୟୋ’ ସଂଗଠନକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ଜାପାନ: ୨୦୨୪ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଜାପାନର ସାମାଜିକ ସଙ୍ଗଠନ ନିହୋନ ହିଡାନକ୍ଯୋକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର। ପରମାଣୁ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ଜାରି ରଖିଥିବାରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପରମାଣୁ ବୋମା ପୀଡ଼ିତଙ୍କ ପାଇଁ କାମ କରିବା ସହ
Read More...

ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ହେଲେ ନୋଏଲ ଟାଟା

ମୁମ୍ବାଇ: ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ରତନ ଟାଟାଙ୍କ ବିୟୋଗ ପରେ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ନୋଏଲ ଟାଟା ହେଉଛନ୍ତି ରତନ
Read More...

ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ

ଭୁବନେଶ୍ୱର: ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନ। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ। ଗୁରୁବାର ଚିକିତ୍ସିତ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର
Read More...

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇଲେ ପରୀକ୍ଷାର୍ଥୀ

କଟକ: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
Read More...