ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ
Read More...

ସମ୍ମମ୍‌ରେ ୪ର୍ଥ ବିଶ୍ୱ କ୍ରିଟିକାଲ୍ କେୟାର ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୦: ପ୍ରତ୍ୟେକ ପରିବାରକୁ ଉନ୍ନତ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଡାକ୍ତରୀ ଶିକ୍ଷାକୁ ସମସ୍ତଙ୍କ ନିମନ୍ତେ ଉପଲବ୍ଧ କରିବାକୁ ପଡ଼ିବ ବୋଲି ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ଉତ୍ତମ ଡାକ୍ତରୀ ଚିକିତ୍ସା ବର୍ତମାନ କେବଳ ବଡ଼ ସହର
Read More...

ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି,
Read More...

ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣଙ୍କୁ ଧରିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା। ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ। ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ।
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ
Read More...

ହ୍ୟାକ ହେଲା ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ଶୁକ୍ରବାର ହ୍ୟାକ ହୋଇଯାଇଛି। ହ୍ୟାକ ହେବା ପରେ ଏଥିରେ କ୍ରିପ୍ଟୋକରେନ୍ସି ସମ୍ପର୍କୀତ ବିଜ୍ଞାପନ ପ୍ରସାରିତ କରାଯାଇଥିଲା। ଏହା ଆମେରିକା କମ୍ପାନୀ ରିପଲ ଲ୍ୟାବ୍ସ ଦ୍ୱାରା ବିକସିତ କ୍ରିପ୍ଟୋକରେନ୍ସି ସଂସ୍ଥା। ସେହିପରି ଚ୍ୟାନେଲରେ ଏକ
Read More...

ତିରୁପତି ମନ୍ଦିର ପ୍ରସାଦରେ ମିଶୁଛି କି ପଶୁ ଚର୍ବି ଓ ମାଛ ତେଲ

ଅଭିଯୋଗ ଆଣିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି ଆନ୍ଧ୍ରପ୍ରଦେଶ: ତିରୁପତି ମନ୍ଦିରରେ ପ୍ରସାଦ ଭାବରେ ଦିଆଯାଉଥିବା ଲଡୁ ରେ ମିଶୁଛି ପଶୁର ଚର୍ବି। ଏଭଳି ଅଭିଯୋଗ ଲଗାଇଛନ୍ତି ଆନ୍ଧ୍ରପ୍ରଦେଶ
Read More...

ପରଲୋକରେ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟା

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ
Read More...

ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା

ରାଜସ୍ଥାନ: ଦୀର୍ଘ ୧୮ ଘଣ୍ଟାର ଅପରେସନ ପରେ ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା। ବୁଧବାର ରାଜସ୍ଥାନ ଦୌସା ଅଂଚଳରେ ଖେଳୁଥିବା ବଳେ ୩୫ ଫୁଟ ଗଭୀର ବୋରୱେଲ ମଧ୍ୟକୁ ଖସିପଡ଼ିଥିଲା ଢେଇ ବର୍ଷର ଶିଶୁକନ୍ୟା ନିରୁ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ମିଳିନଥିଲା।
Read More...

ସବୁ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ଓ ପରିଚୟପତ୍ର ସହ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ବର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଆରଜି କର ମେଡିକାଲରେ ଜଣେ ଟ୍ରେନି
Read More...