ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ
Read More...

୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ

ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି
Read More...

ସ୍ବାସ୍ଥ୍ୟବସ୍ଥା ଗୁଜବକୁ ଖଣ୍ଡନ କଲେ ରତନ ଟାଟା

ଜାମସେଦପୁର: ୮୬ ବର୍ଷିୟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ନାଭାଲ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରିବାକୁ ପଡିବ ବୋଲି ଚର୍ଚ୍ଚା ହେଉଛି। ତେବେ ଯାହାକୁ ଖଣ୍ଡନ କରିଛନ୍ତି ରତନ ଟାଟା। “ମୋର ଅସୁସ୍ଥତା ସମ୍ବନ୍ଧରେ
Read More...

ଲାଞ୍ଚ ନେଇ ଧରା ପଡିଲେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬
Read More...

ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି। ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ। ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି
Read More...

ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହେଲେ ଅରୁଣ ଷଢ଼ଙ୍ଗୀ

କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ, ଶୁଣିଲେ ଦୁଃଖ ଲାଗୁଛି ଭୁବନେଶ୍ବର: ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ଶୁଣିଲେ ଦୁଃଖ ଲାଗୁଛି। କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌
Read More...

ଚିକତ୍ସା କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ନ୍ୟୁଜ୍ ବ୍ୟୁରୋ: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ
Read More...

କୋଇଲା ଖଣିରେ ବିସ୍ଫୋରଣ

୭ ଶ୍ରମିକ ମୃତ ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ବୀରଭୂମର କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ। ପ୍ରାଣ ହରାଇଲେ ୭ ଶ୍ରମିକ। ସେହିପରି ଅନେକ ଆହତ ହୋଇଛନ୍ତି। ବୀରଭୂମ ଜିଲ୍ଲା ଲୋକପୁର ପୁଲିସ ଷ୍ଟେସନ ଅଞ୍ଚଳରେ ଏହି ଅଘଟଣ ଘଟିଛି। ତେବେ ଏହାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ।
Read More...

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ଭୁବନେଶ୍ବର: ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ। ବନ୍ଦ ହେବନି ବସ୍ ଚଳାଚଳ। ଧର୍ମଘଟରୁ ଓହରିଲେ ବସ୍ ମାଲିକ ସଂଘ। ପରିବହନ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ଆଶ୍ବାସନା ପାଇବା ବରେ ଧର୍ମଘଟ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି ବସ୍ ମାଲିକ ସଂଘ। ତେବେ ଆଜି ସଂଧ୍ୟା ୭ଟାରୁ ଅନିର୍ଦ୍ଦିଷ୍ଟ
Read More...

ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା

ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ
Read More...