ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର

ପୁରୀ: ଆସନ୍ତା ୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର। ସେଦିନ ରଥଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲିବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ।ଭୁବନେଶ୍ବରରେ ପହଞ୍ଚିବା ପରେ ଏନେଇ ସ୍ପଷ୍ଟ କରିଛନ୍ତି। ବିମାନବନ୍ଦରରେ
Read More...

୭ ଜୁଲାଇ ବେଳକୁ ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୬ ଜୁଲାଇ ପରେ ରାଜ୍ୟ ରେ ବର୍ଷା ବଢିବ। ଆସନ୍ତା ୭ ଜୁଲାଇ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ରେ ଏକ ଘୂର୍ଣ୍ଣିବଳୟ /ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ୭ ତାରିଖ ରୁ ୧୦
Read More...

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା
Read More...

ମୁଣ୍ଡିଆ ମାରି ଲୋକସେବା ଭବନ କାର୍ଯ୍ୟାଳୟରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କାର୍ଯ୍ୟ ଆରମ୍ଭ କରିବାର ଦୀର୍ଘ ୨୦ ଦିନ ପରେ ଆଜି ସରକାରୀ କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ
Read More...

ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ

ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ। ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା
Read More...

ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ

ଝାଡଖଣ୍ଡ: ହେମନ୍ତ ସୋରେନ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା। ଏହି ବୈଠକରେ ମେଣ୍ଟ ଦଳର ନେତା ଭାବରେ ଚୟନ ହୋଇଛନ୍ତି। ତେବେ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ସରକାରୀ ଘୋଷଣା ଖୁବ ଶୀଘ୍ର ହେବ । ହେମନ୍ତ
Read More...

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ
Read More...

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ। ଅଭିଯୁକ୍ତ
Read More...

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ
Read More...