ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବେରୋଜଗାରୀ ଯୁବକଙ୍କୁ ପ୍ରତି ମାସରେ ମିଳିବ ୫ ହଜାର ଟଙ୍କା ଷ୍ଟାଇପେଣ୍ଟ

ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥରର ବଜେଟ୍ କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ୱ ଦେଇଛି। ରୋଜଗାରଠାରୁ ଆରମ୍ଭ କରି କୃଷି, ଶିକ୍ଷା, ଉଦ୍ୟୋଗ, ମାନବ ସମ୍ବଳ ବିକାଶ, ଦକ୍ଷତା ବୃଦ୍ଧି ଇତ୍ୟାଦିକୁ ନେଇ ୯ଟି କ୍ଷେତ୍ରକୁ
Read More...

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତେବେ ବିଧାନସଭାରେ ବିବୃତ୍ତି
Read More...

ରାଜଧାନୀରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରି ଠାବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନକଲି ଟମାଟୋ ସସ୍ ଫ୍ୟାକ୍ଟ୍ରିରେ ବଡ଼ ଧରଣର ରେଡ଼। ରେଡ କଲା କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ। ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ବିଭାଗ ସହାୟତାରେ ଚଢ଼ାଉ କରିଛି ସ୍ପେଶାଲ ସ୍କ୍ୱାଡ। ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ସସ୍,
Read More...

ବଜେଟରେ ବିହାର ଓ ଆନ୍ଧ୍ରପ୍ରଦେଶରକୁ ପୁରସ୍କାର, ଓଡିଶାକୁ ଅଣଦେଖା

ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନରେ ବିଜେପି ଦୁଇ ପ୍ରମୁଖ ସହଯୋଗୀ ଦଳର ସମର୍ଥନରେ କେନ୍ଦ୍ରରେ କ୍ଷମତାର ତୃତୀୟ ପାଳି ଆରମ୍ଭ କରିଛି। ଏକକ ବହୁମତଠାରୁ ପଛରେ ଥିବା ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ
Read More...

ସୋଆରେ ଭିଏତନାମର ସାଂସ୍କୃତିକ ଦଳ ପରିବେଷଣ କରିବେ ନିଜ ଦେଶର କଳା ସଂସ୍କୃତି

ଭୁବନେଶ୍ୱର, ୨୩/୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର
Read More...

ବଜେଟ୍ ୨୦୨୪-୨୫: ଆହୁରି ୫ ବର୍ଷ ମିଳିବ ମାଗଣା ରାସନ

ନୂଆଦିଲ୍ଲୀ: ସଂସଦରେ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟରେ ବିଶେଷକରି ଗରିବ, ମହିଳା, ଯୁବବର୍ଗ, କୃଷକଙ୍କ ବିକାଶ ଉପରେ ଫୋକସ୍ କରାଯାଇଛି। କୃଷି କ୍ଷେତ୍ରରେ ଉତ୍ପାଦନ ବଢାଇବାକୁ ଗୁରୁତ୍ବ। ନିଯୁକ୍ତି ଓ ଦକ୍ଷତା ବିକାଶ ଉପରେ ବିଶେଷ
Read More...

ବଜେଟ୍ ୨୦୨୪-୨୫: ସୁନା, ରୁପା, ମୋବାଇଲ ହେବ ଶସ୍ତା

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ
Read More...

ଆର୍‌. ସନ୍ଥଗୋପାଳନ ହେଲେ ରାଜ୍ୟର ନୂଆ ସିଇଓ

ଭୁବନେଶ୍ବର: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍‌ ସନ୍ଥଗୋପାଳନ। ୨୦୦୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ହେଉଛନ୍ତି ସନ୍ଥଗୋପାଳନ। ସନ୍ଥଗୋପାଳନଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ଭାବରେ ଇସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ
Read More...

ଉପ ବାଚସ୍ପତି ପ୍ରାର୍ଥୀ ପାଇଁ ନାମାଙ୍କନ ଦାଖଲ କଲେ ଭବାନୀ ଶଙ୍କର

ନୂଆଦିଲ୍ଲୀ; ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ। ତେବେ ଆସନ୍ତାକାଲି
Read More...

ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇ ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ
Read More...