ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଟି-୨୦ ବିଶ୍ବକପ ଜିତିଲା ଭାରତ

ନୂଆଦିଲ୍ଲୀ: ଭାରତର ରୋମାଞ୍ଚକର ବିଜୟ। ଟି-ଟ୍ବେଣ୍ଟି ବିଶ୍ବକପ୍ ଚାମ୍ପିଅନ୍ ହୋଇଛି ରୋହିତ ବାହିନୀ। ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି। ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି। ଟି-ଟ୍ବେଣ୍ଟି ବିଶ୍ବକପ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ।
Read More...

ମୋଦିଙ୍କ ଜନ୍ମଦିନରେ ହେବ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ। ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ
Read More...

୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ

ନୂଆଦିଲ୍ଲୀ; କେଜ୍ରିୱାଲଙ୍କୁ ଲାଗିଛି ପୁଣି ଝଟକା ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ସିବିଆଇ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ
Read More...

ଆରମ୍ଭ ହେଲା ଅମରନାଥ ଯାତ୍ରା

ଜାମ୍ମୁକାଶ୍ମୀର: ଆରମ୍ଭ ହେଲା ବହୁ ପ୍ରତିକ୍ଷୀତ ଅମରନାଥ ଯାତ୍ରା। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପ୍ରଥମ ଦଫାରେ ଶ୍ରଦ୍ଧାଳୁମାନେ ଶ୍ରୀନଗର ଅଭିମୁଖେ ଯାତ୍ରାରମ୍ଭ କରିଛନ୍ତି। ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରଥମେ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପତାକା ଦେଖାଇ ଏହି
Read More...

ଏବେ ହେଲମେଟ ନ ପିନ୍ଧିଲେ ଅଟକି ରହିବ ଦରମା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଦୁର୍ଘଟଣା ବଢି ବଢି ଚାଲିଛି। ଅମାନିଆଙ୍କୁ ସାବାଡ କରିବା ପାଇଁ ସରକାର ଦିନକୁ ଦିନ ନୂଆ ନିୟମ ମାନ ଲାଗୁ କରିଚାଲିଛନ୍ତି। ଏବେ ଟ୍ରାଫିକ ନିୟମ କଡ଼ାକଡ଼ି ହେବାରେ ଲାଗିଛି। ଟ୍ରାଫିକ ନିୟମ ନ ମାନିଲେ ମୋଟା ଅଙ୍କର ତଣ୍ଡ ଗଣିବେ ଅମାନିଆ। ଏହାରି ମଧ୍ୟରେ
Read More...

ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ

ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ। ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ
Read More...

ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ।
Read More...

ବଦଳିବ ଲକ୍ଷ୍ମୀ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’

ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ ବଦଳରେ ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’। ଲକ୍ଷ୍ମୀ ବସ୍‌ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା। ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।
Read More...

କୁମ୍ଭୀର ଆକ୍ରମଣରେ ବାଳକ ମୃତ

ଅନୁଗୁଳ: ମହାନଦୀ କୂଳରେ ଗୋଧୋଇବା ବେଳେ ଜଣେ ବାଳକକୁ କୁମ୍ଭୀର ଆକ୍ରମଣ କରିଛି। ଏଥିରେ ବାଳକର ମୃତ୍ୟୁ ହୋଇଛି। ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଧିନ ଘାଟସାହି ନିକଟ ମହାନଦୀ କୂଳରେ ଆସ ପୂର୍ବାହ୍‌ଣରେ ଏହି ଅଘଟଣ ଘଟିଛି। ମୃତ ବାଳକର ନାମ ସମୀର ନାୟକ। ବୟସ ମାତ୍ର ୮ ବର୍ଷ।
Read More...

ସେନା ଟ୍ୟାଙ୍କ ଭାସି ୫ ଯବାନ ସହିଦ

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀରର ଲଦାଖ ଅଂଚଳରେ ସେନା ଟ୍ୟାଙ୍କ ଭାସି ୫ ଯବାନ ସହିଦ ହୋଇଛନ୍ତି। ଦୌଲତ ବେଗ ଓଲଡି ଅଞ୍ଚଳରେ ନଦୀ ପାର୍ ଅଭ୍ୟାସ ବେଳେ ହଠାତ୍ ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ସେନା ଟ୍ୟାଙ୍କ ଭାସି ଯାଇଥିଲା। ଏ ବିଷୟରେ ଜଣାପାଡିବା ପରେ ଯୁଦ୍ଧକାଳୀନ ଭିତ୍ତିରେ
Read More...