ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବୋଇଙ୍ଗ ଷ୍ଟାରଲିନର୍ ତ୍ରୁଟି ଯୋଗୁଁ ମହାକାଶରେ ଅଟକିଛନ୍ତି ସୁନୀତା ୱିଲିୟମ୍ସ

ନାସା: ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ବର୍ତ୍ତମାନ ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ ଷ୍ଟାରଲିନର୍ ତ୍ରୁଟି ଦେଖାଦେଲା,
Read More...

ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର : ବିଜେଡି

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ
Read More...

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଆଡଭାନୀ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ
Read More...

ଆଗକୁ ମୋବାଇଲ ଆପ୍‌ରେ ସ୍ଲଟ ବୁକିଂ ଦ୍ୱାରା କରିପାରିବେ ଜଗା ଦର୍ଶନ

ପୁରୀ: ଦିନକୁ ଦିନ ଶ୍ରୀମନ୍ଦିରରେ ବଢ଼ୁଛି ଭକ୍ତଙ୍କ ସଂଖ୍ୟା। ଏପରିସ୍ଥଳେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଟିଏ କେମିତି ମହାପ୍ରଭୁଙ୍କ ଅନାୟସରେ ଦର୍ଶନ କରିବ ଏହି ବ୍ୟବସ୍ଥା ବିଷୟରେ ବଡ଼ ସୂଚନା ଦେଇଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ
Read More...

ରାଜ୍ୟରେ ପୁଣି ହୋଇପାରେ ଛାତ୍ର ନିର୍ବାଚନ

ଭୁବନେଶ୍ବର: ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ପୁଣି ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ନିର୍ବାଚନ ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର
Read More...

ଭୁବନେଶ୍ୱର ସହ ୧୧ଟି ବିମାନ ବନ୍ଦର ହେବ ଘରୋଇକରଣ

ଭୁବନେଶ୍ବର: ଦେଶର ୧୧ଟି ବିମାନ ବନ୍ଦରକୁ ଘରୋଇକରଣ କରାଯିବ। ସେଥିମଧ୍ୟରେ ରହିଛି ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି, ଅମୃତସର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱାଡା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ,
Read More...

ନନ୍ଦନ ପରେ ଆଖି ବୁଜିଲା ବାଘୁଣୀ ‘ସାରା’

ଭୁବନେଶ୍ବର: ନନ୍ଦନକାନନରେ ଆଖି ବୁଜିଛି ନାଲି ବାଘୁଣୀ ‘ସାରା’। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ବାଘ ସଫାରୀର ୩୩ ନମ୍ବର ଖୁଆଡରେ ରହୁଥିବା ଏହି ବାଘୁଣୀଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ
Read More...

ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସୋଆ ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଓ ଡାକ୍ତର ସମ୍ମାନିତ

ଭୁବନେଶ୍ୱର, ୨୭/୦୬: ସାରା ଦେଶରେ ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିବା ସହ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଏବଂ ସେଠାରେ କାର୍ଯ୍ୟରତ ଡାକ୍ତର ମାନଙ୍କୁ ‘ଟାଇମ୍ସ ହେଲଥ ଆଇକନ୍ ଓଡ଼ିଶା ୨୦୨୪’ ସମ୍ମାନରେ
Read More...

୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ
Read More...

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ସୂଚନା ଅନୁଯାୟୀ, ୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ
Read More...