ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୧୪ଟି ହାଇସ୍କୁଲ ହେବ ହାୟର ସେକେଣ୍ଡାରୀ ସ୍କୁଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଅନୁସୂଚିତ
Read More...

ବୁକିଂ କରିବାର ୪୮ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ୍

ଭୁବନେଶ୍ବର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ। ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ଏକ
Read More...

ଅଭିଯୋଗ କରିବାରୁ ନର୍ସଙ୍କୁ ଅଫିସ ରୁମରେ ବନ୍ଦ କଲେ ହାଉସ ସର୍ଜନ

କଟକ; କଟକ ବଡ଼ ଡାକ୍ତରଖାନାରେ ହାଉସ ସର୍ଜନଙ୍କୁ ଦାଦାଗିରି କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ମନମୁଖୀ କାମ ଯୋଗୁ କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ହାଉସ ସର୍ଜନ ଏବଂ ନର୍ସ ଧାରଣା ଦେଇଛନ୍ତି। ମେଡିଶିନ ୱାର୍ଡରେ ଜଣେ
Read More...

ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ। ମଙ୍ଗଳବାର ଲେଖାଶ୍ରୀ
Read More...

ଆସନ୍ତା ୧୮ ତାରିଖରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ରେ ଖୋଲିବ ଭିତର ରତ୍ନଭଣ୍ଡାର। ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି। ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ। ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷ ଜଷ୍ଟିସ ରଥଙ୍କ ଅଧ୍ୟକ୍ଷତାରେ
Read More...

ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଯାଇଛନ୍ତି ୪ ଭାରତୀୟ ଯବାନ। ଗତକାଲି ସନ୍ଧ୍ୟାରେ ଡୋଡା ଜିଲ୍ଲାର ଡେସା ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ସେନା ଅଧିକାରୀଙ୍କ ସମେତ ୪ ଜଣ ଯବାନଙ୍କ ଦେହରେ ଗୁଳି
Read More...

ଆସନ୍ତା ୧୯ରେ ଓଡ଼ିଶା ଆସିବେ ଜେପି ନଡ୍ଡା

ନୂଆଦିଲ୍ଲୀ: ଓଡିଶା ରେ ରେ ଭାରତୀୟ ଜନତା ପାଟିର ବିପୁଳ ବିଜୟ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି, ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ
Read More...

ସୁନାବେଶ ପାଇଁ ପୁରୀକୁ ଗଡିବ ସ୍ୱତନ୍ତ୍ର ଟ୍ରେନ୍

ପୁରୀ: ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍। ଭକ୍ତ ମାନଙ୍କର ସୁବିଧା ପାଇଁ ପୁରୀକୁ ନିୟମିତ ଟ୍ରେନ୍ ବ୍ୟତୀତ, ସୁନାବେଶ ପାଇଁ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ଅଧରପଣା ପାଇଁ ୩୩ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଛି। ପ୍ରଥମ ଥର ପାଇଁ ପୂର୍ବତଟ ରେଳପଥ
Read More...

ଓଏଏସ୍ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୬ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବଦଳି କରି ସେମାନଙ୍କୁ ବ୍ୟକ୍ତିଗତ ସଚିବ ଓ ବିଭିନ୍ନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ନିଯୁକ୍ତି ଦେଇଛନ୍ତି। ମୋହନ ସରକାରରକୁ ମାସେ ପୂରଣ ହୋଇଛି। ଏହାରି ଭିତରେ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରି
Read More...

ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍‌ କୁଟ୍ଟେ

ଭୁବନେଶ୍ବର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍‌ ଥିବା ଡିଏସ୍‌ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ
Read More...