ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍

ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ
Read More...

ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ
Read More...

ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ

କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର
Read More...

ଅକ୍ଟୋବର ୫ ସୁଦ୍ଧା ସହରର ସବୁ ରାସ୍ତା ମରାମତି କାମ ଶେଷ ହେବ

ଭୁବନେଶ୍ବର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସହରର ସବୁ ରାସ୍ତା ମରାମତି କାମ କରିବାକୁ ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାର୍ବଣକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବର ସମେତ ଅନ୍ୟ ପ୍ରମୁଖ ସହରର ରାସ୍ତା ମରାମତି କାର୍ଯ୍ୟ ଅକ୍ଟୋବର ୫ ସୁଦ୍ଧା ଶେଷ ହେବ। ଶୀଘ୍ର
Read More...

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ
Read More...

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

୩ ଜଣ ଆତଙ୍କବାଦୀ ନିପାତ ୨ ଜଣ ଯବାନ ଶହୀଦ ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁସାରେ, ଉତ୍ତର କଶ୍ମୀର ଜିଲ୍ଲାର
Read More...

ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ

ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ। ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା
Read More...

ଆପାର୍ଟମେଣ୍ଟର ଆଉଟ୍‌ହାଉସରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର

ଭୁବନେଶ୍ବର: ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ କିନ୍ତୁ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ସେପଟେ
Read More...

ଆସନ୍ତା ୨୧ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’

ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବରିଷ୍ଟ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ପଲ୍ଲୀବାଣୀ ମିଶନ ପକ୍ଷରୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ
Read More...

ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା

ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା
Read More...