ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶପଥ ନେଲେ ନବନିର୍ବାଚିତ ସାଂସଦଗଣ

ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି ।
Read More...

୨୭ ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଗତ କାଲି ସମଗ୍ର ଓଡ଼ିଶା କୁ ପ୍ରବେଶ କରିସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତେବେ ଏବେ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ର ସମ୍ଭାବନା କ୍ଷୀଣ।
Read More...

ଅଡୁଆରେ ଅଚ୍ୟୁତ ସାମନ୍ତଙ୍କ ‘କିସ୍’

ଭୁବନେଶ୍ବର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସ (କିସ୍)କୁ ବଡ଼ ଝଟକା। ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା, ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନସେସ୍- 'କିସ୍' କୁ ନେଇ ଅଡୁଆ ଉପୁଜିଛି। ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ
Read More...

ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି। ଏହି ଘଟଣାରେ
Read More...

ନକ୍ସଲମାନେ ବର୍ବର କାଣ୍ଡ : ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ

ଛତିଶଗଡ: ଛତିଶଗଡର ନକ୍ସଲ ପ୍ରଭାବିତ ଜିଲା ସୁକମାରେ ରବିବାର ଏକ ବଡ଼ ଘଟଣା ଘଟିଛି। ଏଠାରେ ନକ୍ସଲ ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ କରିଥିବା ଆଇଇଡି ବ୍ଲାଷ୍ଟରେ ୨ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଛି। ସୁକମା ଜିଲ୍ଲା
Read More...

ରାଜ୍ୟରେ ୫ ଲକ୍ଷ ଲୋକଙ୍କୁ ମିଳିବ ନୂଆ ଘର

ଭୁବନେଶ୍ୱର: ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
Read More...

ସରକାରୀ କର୍ମଚାରୀଙ୍କୁ ସରୋଗେସି ମାତୃତ୍ୱ କ୍ଷେତ୍ରରେ ବି ମିଳିବ ୧୮୦ ଦିନର ଛୁଟି

ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରାଯାଇଛି । ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର
Read More...

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ବିରୋଧରେ ଫେରାଦ ହେଲେ କେଜ୍ରିୱାଲ। ଟ୍ରାଏଲ କୋର୍ଟଙ୍କ ଜାମିନ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଜାମିନ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ପିଟିସନ୍‌ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଘୋଟଲା ମାମଲାରେ ଜେଲରେ ଥିବା
Read More...

ତାରିଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି
Read More...

ମାୟାବତୀଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦ

ଲକ୍ଷ୍ନୋ: ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। କୁହାଯାଉଛି କି, ଖୁବଶୀଘ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପଦ
Read More...