ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ତତ୍ପରତା ଦେଖାଇଛନ୍ତି ବିଭାଗୀୟ ମନ୍ତ୍ରୀ।। ଜୋରଦାର ଚଲାଇଛନ୍ତି ତନାଘନା। ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର
Read More...

ବାଲେଶ୍ୱରରେ ୪ଘଣ୍ଟା କୋହଳ ପରେ ପୁଣି ଫେରିଲା କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। ବାଲେଶ୍ୱରରେ ସ୍ଥିତିରେ କ୍ରମଶଃ ସୁଧାର ଆସିବାରେ ଲାଗିଛି। ଗତକାଲିଠାରୁ ଜାରି ହୋଇଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଥିଲା। ସକାଳ ୭
Read More...

ଅଗ୍ରସର ହେଲା ମୌସୁମୀ ବାୟୁ

ଭୁବନେଶ୍ବର: ଗତ ଜୁନ ୦୮ ରୁ ମାଲକାନାଗିରି ଓ କୋରାପୁଟ ଜିଲ୍ଲା ର କିଛି ଅଞ୍ଚଳ କୁ ପ୍ରବେଶ କରିଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପରେ ପ୍ରାୟ ୧୧ ଦିନ ଧରି ପ୍ରତିକୂଳ ପାଣିପାଗ ହେତୁ ଅଗ୍ରସର ହୋଇପାରିନଥିଲା ମୌସୁମୀ ବାୟୁ। ତେବେ ଆଶ୍ୱସ୍ତି ର କଥା ଯେ, ଗତ ୨୪ ଘଣ୍ଟା ମଧ୍ୟରେ
Read More...

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ
Read More...

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ହେଲେ ସତୀଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କିଏ ହେବ ତାହା ଜଣାପଡ଼ିନଥିଲେ ମଧ୍ୟ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ
Read More...

ୟୁଜିସି ନେଟ୍ ପରୀକ୍ଷା ବାତିଲ : ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବା ବେଳେ ଏବେ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିଛି। ଏହାପରେ ଶିକ୍ଷା ମନ୍ତ୍ରଣାଳୟ ପରୀକ୍ଷା ବାତିଲ କରିବା ସହ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛି। ଉଲ୍ଲେଖଯୋଗ୍ୟ, ୟୁଜିସି ନେଟ
Read More...

ବାଲେଶ୍ୱରରେ ୪ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ସରିଲା ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା ବୈଠକ। ବୈଠକରେ ନିଷ୍ପତି କ୍ରମେ, ଆସନ୍ତାକାଲି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କୋହଳ ହେବ କର୍ଫ୍ୟୁ। କେବଳ ଲିଜ୍ ଲାଇନ ଥିବା ଲୋକଙ୍କୁ ମିଳିବ ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା
Read More...

ଧାନ ଓ କପା ସହିତ ୧୪ଟି ଖରିପ ଫସଲର ଏମଏସପି ବୃଦ୍ଧି

ନୂଆଦିଲ୍ଲୀ: ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି। ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର। ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି। ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା
Read More...

୮ରେ ଖୋଲିବନି ରତ୍ନ ଭଣ୍ଡାର

ପୁରୀ: ଜୁଲାଇ ୮ରେ ଖୋଲିବନି ରତ୍ନ ଭଣ୍ଡାର। ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ। ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ
Read More...

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା।
Read More...