ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୨୩ ତାରିଖ ବେଳକୁ ବଙ୍ଗୋପସାଗର ରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆସନ୍ତା ୨୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଉତ୍ତର ଓଡ଼ିଶା ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରି ପରବର୍ତ୍ତୀ ଦୁଇ ଦିନ ରେ ଉତ୍ତର
Read More...

ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର
Read More...

୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ

ପୁରୀ: ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। ଆସନ୍ତା ୨୫ ତାରିଖ ଭିତରେ ସରିବ ରତ୍ନଭଣ୍ଡାର ସର୍ଭେ କାମ । ଏନେଇ ସୂଚନା ଦେଇଛନ୍ତି ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ
Read More...

ବଢିଲା ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ। ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ଆସନ୍ତା ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟରେ ରହିବେ ଡିଜି ୱାଇବି ଖୁରାନିଆ। ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌
Read More...

ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁଲା ମା

ହରିପୁର: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ। ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ
Read More...

ସୋଆ ମ୍ୟାନେଜମେଂଟ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବୁଧବାର ଉପାଧି ପ୍ରଦାନ କରାଯାଇଛି ।
Read More...

ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ହେମନ୍ତ ସୋରେନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓଡ଼ିଶା
Read More...

ଇସ୍ତଫା ଦେବାର ୮ ଦିନରେ ସରକାରୀ ବାସଭବନ ଛାଡିବେ କେଜରିୱାଲ

ନୂଆଦିଲ୍ଲୀ: ଇସ୍ତଫା ଗ୍ରହଣ ହେବାର ଆଠ ଦିନ ପରେ କେଜରିୱାଲ ତାଙ୍କ ସରକାରୀ ବାସଭବନ ଛାଡିବେ। ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ
Read More...

ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ଭୁବନେଶ୍ୱର: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା
Read More...

ଚୀନକୁ ହରାଇ ୫ମ ଥର ଏସିଆ ଚାମ୍ପିୟନ ହେଲା ଭାରତ

ନୂଆଦିଲ୍ଲୀ: ଏସିଆନ୍ ଚାମ୍ପିଅନ୍ ଟ୍ରଫି ୨୦୨୪ ହକିର ଫାଇନାଲରେ ରୋମାଞ୍ଚ ଭରା ଲଢେଇ ଦେଖିବାକୁ ମିଳିଛି। ପ୍ରଥମ ଥର ଫାଇନାଲରେ ପହଞ୍ଚିଥିବା ଚୀନକୁ ଭାରତୀୟ ଦଳ ଶୋଚନୀୟ ଭାବେ ପରାସ୍ତ କରିଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି
Read More...