ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡିପଥେରିଆ ପାଇଁ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଏହି ରୋଗ। କମ ଦିନ ଭିତରେ ବିସ୍ତାରି ଗଲାଣି ଏହି ରୋଗ।ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି ରୋଗ ମାଡ଼ି ଗଲାଣି। ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ଚିହ୍ନଟ
Read More...

୩ ଦିନରେ ତାରବାଡ ଓ ୭ ଦିନରେ ଡ୍ରେନରେ ପଡିବ ସ୍ଲାବ

ଭୁବନେଶ୍ୱ: ଭୁବନେଶ୍ୱରରେ ମସଜିଦ ମୁକୁଳା କଲୋନୀରେ ଡ୍ରେନରେ ଭାସି ନାବାଳକଙ୍କ ଅକାଳ ମୃତ୍ୟୁ ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର।ଘଟଣାସ୍ଥଳରେ ଅନୁଧ୍ୟାନ କଲେ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମୃତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମନ୍ତ୍ରୀ। ଏହାସହ
Read More...

ସୁରମା ପାଢୀ ହେବେ ବାଚସ୍ପତି

ଭୁବନେଶ୍ବର: ବାଚସ୍ପତି ହେବେ ସୁରମା ପାଢୀ। ବିଜେପି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତି ହୋଇଥିବା ସୂଚନା ମିଳିଛି। ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା କରାଯାଇଛି। ନୟାଗଡ଼ ରଣପୁର ବିଧାୟିକା ହେଉଛନ୍ତି ସୁରମା ପାଢୀ। ରାଜନୀତିରେ
Read More...

ନେଦରଲାଣ୍ଡ ଲଳନାଙ୍କ ହାତ ଧରିଲେ ଅରୁଣ

ନୂଆଦିଲ୍ଲୀ:ବିବାହ ବନ୍ଧନରେ ବାନ୍ଧି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଯେଉଁଥିରେ ଅରୁଣ
Read More...

ପୁଣି ମୁଣ୍ଡ ନେଲା ରାଜଧାନୀର ମୁକୁଳ ଡ୍ରେନ୍

ଭୁବନେଶ୍ବର: ଡ୍ରେନରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା।
Read More...

ଡିପଥେରିଆ ପାଇଁ କଣ କରିବାକୁ ହେବ, ଡାକ୍ତର ଦେଲେ ପରାମର୍ଶ

ଭୁବନେଶ୍ବର: ଓଡ଼ିଶାର କିଛି ଜିଲ୍ଲାରେ ଏବେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଅଛନ୍ତି । ତେବେ ରାୟଗଡାରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ
Read More...

ବାଲେଶ୍ୱରରେ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ୱର : ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପଡିଛି ବାଲେଶ୍ୱର । ଶାନ୍ତି ଫେରାଇ ଆଣିବାକୁ କର୍ଫ୍ୟୁ ଲାଗୁ କରାଯାଇଛି । ଆଜି ଅପରାହ୍ନରୁ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ ହୋଇଛି । ବାଲେଶ୍ୱର ପୌରପାଳିକା ଅଞ୍ଚଳରେ ଦୁଇଦିନ ପାଇଁ କର୍ଫ୍ୟୁ ଲାଗୁ କରିଛି ପ୍ରଶାସନ । ଦୁଇ ଦିନ ପର୍ଯ୍ୟନ୍ତ ବଜାରରେ
Read More...

ଗାୟିକା ଅଲକା ୟାଗ୍ନିକଙ୍କର ଏମିତି କଣ ହେଲା?

ମୁମ୍ବାଇ: ୯୦ ଦଶକର ଅନେକ ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ମନରେ ରାଜ୍ କରୁଥିବା ଫେମସ ସଙ୍ଗୀତଜ୍ଞ ଅଲକା ୟାଗ୍ନିକଙ୍କୁ ନେଇ ଆସିଛି ଏକ ବଡ ଖବର। ବାସ୍ତବରେ, ଗାୟିକା ଏକ ବିରଳ ରୋଗର ଶିକାର ହୋଇଛନ୍ତି । ଏହି ରୋଗରେ ପଡ଼ିବା ପରଠାରୁ ସେ ତାଙ୍କର ଶ୍ରବଣ ଶକ୍ତି ହରାଇଛନ୍ତି। ସୋସିଆଲ ମିଡ଼ିଆ
Read More...

ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ନୂଆ ଫର୍ମୁଲା ଦେଲେ ମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀମାନଙ୍କୁ ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ
Read More...

ବାରଣାସୀରେ ମୋଦୀ ଦେଲେ ବଡ ଉପହାର

ବାରାଣସୀ: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ବାରଣାସୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀ ଗ୍ରସ୍ତରେ ଯାଇ ସେଠାକାର ଚାଷୀ ମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି ମୋଦୀ। ଚାଷୀ ମାନଙ୍କୁ ପିଏମ୍ କିଷାନ
Read More...