ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ୟୁଟ୍ୟୁବ ଦେଖି ଡାକ୍ତର କଲେ ଅପରେଶନ

ବିହାର: ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରିବା ମହଙ୍ଗା ପଡିଲା। ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରୁଥିଲେ ଜଣେ ନକଲି ଡାକ୍ତର। ଜଣେ ୧୫ ବର୍ଷର ବାଳକ ପେଟରେ ଯନ୍ତ୍ରଣା ଅନୁଭବ କରିବାକୁ ଡାକ୍ତରଙ୍କ ପାଖକୁ ଆସିଥିଲେ। ସେଠାରେ ଥିବା ଡାକ୍ତର ୟୁଟ୍ୟୁବ ଦେଖି ପିଲାଟିର ଅପରେଶନ କରିଥିଲେ।
Read More...

ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ମନା

କଟକ: ଦୁର୍ଗାପୂଜା ଭସାଣି ପାଇଁ ପୁଣି ଏକ ନୂଆ ଗାଇଡଲାଇନ ଜାରି କରାଯାଇଛି। ଚଳିତବର୍ଷ ଦୁର୍ଗାପୂଜା ଭସାଣି ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ଗାଇଡଲାଇନ ଜାରି କରାଯାଇଥିଲେ ମଧ୍ୟ ଆଜି ଆଉ ଏକ ଗାଇଡଲାଇନ ଜାରି କରାଯାଇଛି। ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି
Read More...

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ
Read More...

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

ଭୁବନେଶ୍ବର: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ। ଟି ଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ। ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି। ୨୦୧୯ ଅକ୍ଟୋବରରୁ କେନ୍ଦ୍ର
Read More...

ମାଆ ହେଲେ ଦୀପିକା

ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍‌ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।
Read More...

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର ଆସନରୁ ଦଳ
Read More...

ଗିରଫ ହେଲେ ବିଜୟ କୁମାର

ନୂଆପଡ଼ା: ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଗତକାଲି ଟଙ୍କା ସହ ଧରା ପଡ଼ିଥିଲେ ବିଜୟ କୁମାର। ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିବା ପରେ ଶ୍ରୀ ବେହୁରିଆଙ୍କୁ ଗିରଫ
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ, ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତ ରେ ପରିଣତ ହୋଇଛି ସଦୃଶ ଲଘୁଚାପ କ୍ଷେତ୍ର। ଏହି ଅବପାତ ଏବେ ଉତ୍ତର - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେଉଛି। ବର୍ତମାନ ସିଷ୍ଟମ୍ ଟି ଗୋପାଳପୁର ଠାରୁ ପୂର୍ବ- ଦକ୍ଷିଣ ପୂର୍ବ ଦିଗରେ
Read More...

ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ ଦେବ ସ୍କୁଲ

କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା। ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ। ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି। ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।
Read More...