ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶ୍ରୀମନ୍ଦିର ଭିଡ଼ ସଂପର୍କରେ ଡିଜି ଦେଲେ ବଡ଼ ବୟାନ

ପୁରୀ: ଶ୍ରୀମନ୍ଦିରରେ ମାତ୍ରାଧିକ ଭିଡ଼ ଓ ଦର୍ଶନ ଅବ୍ୟବସ୍ଥା ସଂପର୍କରେ ଆଜି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଆଶ୍ବାସନା ଦେଇଛନ୍ତି। ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୁଲିସ ମହାନିର୍ଦେଶକ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ ପୁରୀରେ ରଥଯାତ୍ରା ପ୍ରସ୍ତୁତି ସଂକ୍ରାନ୍ତରେ ଏ ମଧ୍ୟରେ ଦୁଇଟି
Read More...

ଏକ୍ସପ୍ରେସକୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌ : ୧୫ ମୃତ

କୋଲକାତା: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ
Read More...

ପୋଲିସ ଗୁଳିରେ ୪ ନକ୍ସଲ ନିହତ

ନୂଆଦିଲ୍ଲୀ: ଝାଡଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।ଜଣେ ଜୋନାଲ କମାଣ୍ଡର ଓ ୨ ଜଣ ଏରିଆ କମାଣ୍ଡରଙ୍କ ସମେତ ୪ ଜଣ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ
Read More...

ମମିତା ହତ୍ୟାକାଣ୍ଡ : ପୁଣି ସିବିଆଇ ତଦନ୍ତ ଦାବି

ଭୁବନେଶ୍ବର: ବହୁ ଚର୍ଚ୍ଚିତ ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଳିଙ୍ଗ ଇଂରାଜୀ ମିଡିୟମ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ପୁଣି ଥରେ ସିବିଆଇ ତଦନ୍ତ ଦାବି ଉଠିଛି। ମମିତାଙ୍କ ପରିବାର ପକ୍ଷରୁ ରବିବାର ଏହି ଦାବି କରାଯାଇଛି। ନବନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ
Read More...

ଖୁବଶୀଘ୍ର ଆସିବ ‘ଓ୍ବାନ ନେଶନ ୱାନ ଇଲେକସନ’

ନୂଆଦିଲ୍ଲୀ: ଆସିପାରେ ‘ଓ୍ବାନ ନେଶନ ୱାନ ଇଲେକସନ। କେନ୍ଦ୍ର କ୍ୟାବିନେଟ୍‌ ପୂର୍ବରୁ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଦେଶରେ ତୃତୀୟ ଥର ପାଇଁ ପୁଣି ଠାରେ ବିଜେପି ସରକାର ଗଠନ କରିଛି। ହେଲେ ଏଥର ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରିପାରିନି। ବିଜେପି ନେତୃତ୍ୱ
Read More...

ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪

ଭୁବନେଶ୍ବର: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେସନ ତାଲିକାରେ ପ୍ରଥମ ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେସନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ସୁଦ୍ଧା ଭୁବନେଶ୍ୱର ରେଳଷ୍ଟେସନ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାବୁଲିଙ୍କ ପାଖରେ ପହଞ୍ଚିଲେ ଡାକ୍ତରୀ ଦଳ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
Read More...

ପ୍ରିୟଙ୍କାଙ୍କୁ ମିଳିପାରେ ଓ୍ବାୟନାଡ ଆସନ

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା ହୋଇ ଆସୁଛି। ତେବେ ରାହୁଲ ରାଏବରେଲି ଆସନ ରଖି
Read More...

ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା : ୧୧ ଉଦ୍ଧାର, ୬ ନିଖୋଜ

ବିହାର: ବିହାରର ପାଟନା ଅନ୍ତର୍ଗତ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଯାତ୍ରୀମାନଙ୍କୁ ଖୋଜିବା ଲାଗି ଏସଡିଆରଏଫ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଙ୍ଗା ଦଶହରା ପାଳନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଟନାଠାରୁ ୭୦
Read More...

ଦିଲ୍ଲୀରେ ଜଳ ସଙ୍କଟ: ପାଇପଲାଇନ ସୁରକ୍ଷା ପାଇଁ ପୋଲିସକୁ ଚିଠି ଲେଖିଲେ ମନ୍ତ୍ରୀ

ନୂଆଦିଲ୍ଲୀ: ଟୋପେ ପାଣି ପାଇଁ ଡହଳବିକଳ ହେଉଛନ୍ତି ଦିଲ୍ଲୀ ବାସୀ। ଟ୍ୟାଙ୍କର ଆସିବା କ୍ଷଣି ଗାଡ଼ି ଉପରେ ଚଢ଼ି ଜୋରଜବରଦସ୍ତ ପାଣି ନେଉଛନ୍ତି। ରାଜଧାନୀର ଏଭଳି ଦୃଶ୍ୟ ସମଗ୍ର ଦେଶ ପାଇଁ ସତର୍କ ଘଣ୍ଟି ପାଲଟିଛି। ପରିସ୍ଥିତି ଏପରି ହେଲାଣି ଯେ, ସରକାର ଏବେ ପାନୀୟଜଳ ପାଇପଲାଇନର ସୁରକ୍ଷାକୁ
Read More...