ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା
ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି!-->…
Read More...
Read More...