ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’

ନୂଆଦିଲ୍ଲୀ: ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’। ଏହି ଡୋନକୁ ଶତ୍ରୁ ପକ୍ଷର ରାଡାର ମଧ୍ୟ ଧରିବାରେ ବିଫଳ ହେବ। ଏବେ ଏୟାର ଷ୍ଟ୍ରାଇକ୍ ପାଇଁ ଆଉ ଫାଇଟର ଜେଟର ଆବଶ୍ୟକତା ପଡ଼ିବ ନାର୍ହିିଁ। ଶତ୍ରୁ ମାଟିରେ ଆତଙ୍କବାଦୀଙ୍କ ଉପରେ ଏୟାର ଷ୍ଟ୍ରାଇକ୍ କରିବାରେ
Read More...

ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା

ଭୁବନେଶ୍ବର: ଆସନ୍ତା ଜୁଲାଇ ୧ ତାରିଖରୁ ସାରା ଦେଶରେ ଲାଗୁ ହେବ ନୂଆ ଭାରତୀୟ ନ୍ୟାୟ ସଂହିତା। ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ଏ ନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ସହିତ ଆଲୋଚନା କଲେ ପୋଲିସ ଡିଜିପି ଅରୁଣ ଷଡଙ୍ଗୀ। କେନ୍ଦ୍ର ଗୃହ ସଚିବ ଏନେଇ ସମସ୍ତ ରାଜ୍ୟର
Read More...

କେରଳରେ ପହଁଚିଲା କୁଏତ ଅଗ୍ନିକାଣ୍ଡରେ ମୃତ ୪୫ ଭାରତୀୟଙ୍କ ମରଶରୀର

ନୂଆଦିଲ୍ଲୀ: କୁଏତରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମୃତଦେହକୁ ନେଇ ଶୁକ୍ରବାର ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ କୋଚିରେ ପହଞ୍ଚିଛି। ବିମାନରେ ରାଜ୍ୟ ମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂ ମଧ୍ୟ ଉପସ୍ଥିତ ଥିଲେ। ଯିଏ କି ଶୀଘ୍ର ମୃତଦେହଗୁଡ଼ିକ ଶୀଘ୍ର ଫେରିବା ନେଇ
Read More...

ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ପୋଲିସ କର୍ମଚାରୀ ମୃତ

କଟକ: ପହିଲି ରଜରେ ଅଘଟଣ। କଟକ ସଦରଥାନା କାଜି ପାଟଣାରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ ପ୍ରସ୍ତୁତ କରି ବିଭିନ୍ନ ପ୍ରକାର ପିଠା ଆଣିଥିଲେ।
Read More...

ଖୁବ୍ ଶୀଘ୍ର ରାଜ୍ୟ ରେ ଅଗ୍ରସର ହେବ ମୌସୁମୀ ବାୟୁ

ଭୁବନେଶ୍ବର: ଗତ ଜୁନ ୦୮ ତାରିଖ ରେ ମୌସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶା ର ମାଲକାନାଗିରି ଜିଲ୍ଲାକୁ ଛୁଇଁଲା। ଜୁନ ୧୩ ସୁଦ୍ଧା ମାଲକାନାଗିରି ଓ କୋରାପୁଟ ଜିଲ୍ଲା ବ୍ୟତୀତ ଆଗକୁ ଅଗ୍ରସର ହୋଇପାରୁନାହିଁ ମୌସୁମୀ ବାୟୁ। ତେବେ ଏବେ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ପାଇଁ ପାଗ ଧୀରେଧୀରେ
Read More...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ

ଭୁବନେଶ୍ୱର: ଶୁକ୍ରବାର ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ
Read More...

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ
Read More...

କ୍ଷମତା ଯିବା ପରେ ବଦଳିଲା ନବୀନ ନିବାସ ଚିତ୍ର

ଭୁବନେଶ୍ବର: ବିଜେଡି ସରକାର କ୍ଷମତାରୁ ଯିବା ଏବଂ ନୂଆ ସରକାର ଶପଥ ନେବାର ଦିନକ ପରେ ବଦଳିଛି ନବୀନ ନିବାସର ଚିତ୍ର । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନବୀନ ନିବାସରେ ଥିବା ଅସ୍ଥାୟୀ ପୋଲିସ କ୍ୟାମ୍ପକୁ ଉଠାଯାଇଛି। ନବୀନ ନିବାସ ଆଗରେ ଥିବା ପୋଲିସ କ୍ୟାମ୍ପର ସାମଗ୍ରୀକୁ ବାହାର କରାଯାଇଛି।
Read More...

ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି

ଭୁବନେଶ୍ବର: ଆସନ୍ତା ୨୦ତାରିଖରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଆଜି କାମଚଳା ବାଚସ୍ପତି ଭାବେ ନିଯୁକ୍ତି ମିଳିଛି। ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ
Read More...