ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ
Read More...

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ୬୦୦ ଟଙ୍କା
Read More...

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ
Read More...

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର
Read More...

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର

ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ
Read More...

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର
Read More...

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି
Read More...

କୁକୁର, ବିଲେଇଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ପଶୁମାନଙ୍କର ବି ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବାର ଅଧିକାର ଅଛି। ଏବେ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି
Read More...