ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମୋ ବସକୁ ଧକ୍କା ଦେଲା ଟ୍ରକ୍, ୨୦ ଯାତ୍ରୀ ଆହତ

କଟକ: ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍। କଟକ ତେଲେଙ୍ଗା ପେଣ୍ଠ ନିକଟରେ ଘଟିଛି ଏହି ଦୁର୍ଘଟଣା। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି।। ଏହି ଦୁର୍ଘଟଣା ପରେ କିଛି ଯାତ୍ରୀ ବସ୍‌ରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର
Read More...

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ସୋଆ ସ୍ଥାନିତ

ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗ୍‌ରେ ସ୍ଥାନ ପାଇଛି
Read More...

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ୮ ଜୁନ୍ ୨୦୨୪: ଭାରତୀୟ ଗଣମାଧ୍ୟମ ଜଗତର ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ ମିଡିଆ ସହ ଜଡ଼ିତ ବ୍ୟକ୍ତିମାନେ ଏକାଠି ହୋଇ ଶନିବାର ସନ୍ଧ୍ୟାରେ ଦିବଙ୍ଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି
Read More...

ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ବର: ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ସାମ୍ନାରେ ପାଟ୍ଟଶାଣୀଙ୍କୁ ଦେଖିବା ପରେ ଏବେ ଏଭଳି ଗୋଟିଏ ଚର୍ଚ୍ଚା ଜୋର ଧରିଛି। ଦୀର୍ଘ ବର୍ଷ ଧରି
Read More...

ଲାଗିଲା ଲାଇଟ୍, ପୁଣି ଚମକିବ ଶ୍ରୀମନ୍ଦିର

ପୁରୀ : ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ସଂସ୍ଥାର ୧୦ ଜଣ କର୍ମଚାରୀ ଲାଇଟ୍ ଲଗାଉଛନ୍ତି। ଠିକା ସଂସ୍ଥା ଥାର୍ଡ ୱେବ ପକ୍ଷରୁ ଲଗାଗଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପରେ ନିଜେ ମୁଖ୍ୟ
Read More...

କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ

ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍‌ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ
Read More...

କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ କଣ କହିଲେ ନବୀନ!

ଭୁବନେଶ୍ବର: ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ଜନତାଙ୍କୁ ସେମାନଙ୍କ ଆଶିର୍ବାଦ ପାଇଁ ଗଭୀର କୃତଜ୍ଞତା ଜ୍ଞାପନ କରୁଛି। ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା
Read More...

ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର,
Read More...

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍; ୨ ମୃତ,୭ ଗୁରୁତର

ଯାଜପୁର: ସିମେଣ୍ଟ ବୋଝେଇ ଟ୍ରକସହିତ ଏକ ଯାତ୍ରୀବାହି ବସ୍ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର
Read More...

ରାମୋଜୀ ରାମା ରାଓଙ୍କ ପରଲୋକ

ହାଇଦ୍ରାବାଦ: ରାମୋଜୀ ଫିଲ୍ମ ସିଟି ଓ ଇଟିଭି ନେଟୱାର୍କର ପ୍ରତିଷ୍ଠାତା ରାମୋଜୀ ରାମା ରାଓଙ୍କ ପରଲୋକ। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି
Read More...