ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ଡାକ୍ତରମାନଙ୍କ ଦାବିକୁ ଗ୍ରହଣ କଲେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ପଶ୍ଚିମବଙ୍ଗ ସରକାର। ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି
Read More...

ପୁଣି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼

ଆମେରିକା: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼ ହୋଇଛି। ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍‌ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ
Read More...

ବେପରୁଆ ଗାଡି ଚଳାଇବା ପଡିଲା ମହଙ୍ଗା, ୫ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତମାନେ ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ୪ଟି କାର୍‌ ଚଳାଇ ଆତଙ୍କ ଖେଳାଇଥିଲେ। ଗୋଟିଏ
Read More...

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା। ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ପ୍ରଥମ କିସ୍ତି
Read More...

ନକଲି ନଡ଼ିଆ ତେଲ କାରଖାନାରେ ଚଢ଼ାଉ, ୨ ଗିରଫ

ବ୍ରହ୍ମପୁର: ନକଲି ନଡ଼ିଆ ତେଲ କାରଖାନା ସିଜ୍‌। ଗତ କିଛି ଦିନ ତଳେ ନକଲି ଚା ପତି କାରଖାନା ଓ ନକଲି ସସ କାରଖାନା ଧରାପଡିଥିବା ବେଳେ ଏବେ ଧରାପଡିଛି ନକଲି ନଡ଼ିଆ ତେଲ। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା
Read More...

ଜିପ୍କୁ ଧକ୍କା ଦେଲା ଟ୍ରକ, ୯ ମୃତ ୧୫ରୁ ଅଧିକ ଗୁରୁତର

ଶିରୋହି: ଟ୍ରକ୍ ସହ ଏକ ଜିପ୍ ମୁହାଁମୁହିଁ ଧକ୍କା ହୋଇ ରାଜସ୍ଥାନର ଶିରୋହି ଜିଲ୍ଲା ଅନ୍ତର୍ଗତ ପିନ୍ଦୱାରା ଥାନା ଅଞ୍ଚଳରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଟ୍ରକ୍ ସହ ଏକ ଜିପ୍ ମୁହାଁମୁହିଁ ଧକ୍କା ହେବା ପରେ ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଜଣ ଗୁରୁତର ଆହତ
Read More...

ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ

ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ
Read More...

ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରୁ ନକଲି ମଦ ଜବତ

ଭୁବନେଶ୍ବର: ରାଜଧାନୀରେ ଚାଲୁଥିଲା ଅସଲି ବୋତଲରେ ନକଲି ମଦ କାରବାର। ତାହା ପୁଣି ସରକାରଙ୍କ ଠାରୁ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ। ଅସଲି ବ୍ରାଣ୍ଡ ମଦ ବୋତଲ ଭିତରେ ନକଲ ମଦ ପୂରାଇ ଚାଲିଥିଲା କାରବାର। ବରମୁଣ୍ଡା ସ୍ଥିତ ଏକ ମଦ ଦୋକାନରୁ ବିପୁଳ ପରିମାଣର ନକଲି ମଦ ଜବତ କରିଛି
Read More...

ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ

ନୂଆଦିଲ୍ଲୀ: ଉଦଘାଟନ ପୂର୍ବରୁ ବଦଳିଲା ବନ୍ଦେ ମେଟ୍ରୋ ଟ୍ରେନର ନାମ। ପ୍ରଥମେ ଏହାର ନାମ ବନ୍ଦେ ଭାରତ ମେଟ୍ରୋ ରଖାଯାଇଥିଲା। ପରେ ଏହାର ନାମ ପରିବର୍ତ୍ତନ କରାଯାଇ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ
Read More...

ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ
Read More...