ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଦକ୍ଷତା କେନ୍ଦ୍ର ଶୁଭାରମ୍ଭ କଲେ ରାଷ୍ଟ୍ରପତି
ନୁଆଦିଲ୍ଲୀ: ରାଇରଙ୍ଗପୁରରେ ଆଜି ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଆଞ୍ଚଳିକ ଓ ଦକ୍ଷତା କେନ୍ଦ୍ର ଲୋକାର୍ପଣ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ଚୁଆଲ ମୋଡରେ ଇଗ୍ନୋ ସେଣ୍ଟରର ଉଦ୍ଘାଟନ କରିଛନ୍ତି। ଏହା ଅଞ୍ଚଳର ଲୋକଙ୍କ ପାଇଁ ଉଚ୍ଚମାନର ଶିକ୍ଷା ଏବଂ!-->…
Read More...
Read More...