ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

ଭୁବନେଶ୍ବର: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ, କିନ୍ନର ଏବଂ
Read More...

ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍‌

ନୂଆଦିଲ୍ଲୀ: ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍‌ ନେଇଛି ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍‌ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା ଅନୁସାରେ, ୨୦୨୪
Read More...

ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

ଭୁବନେଶ୍ୱର, ୦୬/୦୬:ଆରବ ସାଗରରୁ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ପ୍ରବେଶ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ବାୟୁ
Read More...

ଶକୁନିକୁ ବାଛି ଥିବା ଲୋକର ସବୁ ଦୋଷ : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢିବା ପରେ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରତାପ ଷଡ଼ଙ୍ଗୀ। ବିଜେଡିର ବିପର୍ଯ୍ୟୟ ପରେ ଏବେ ପାୱାରଫୁଲ୍ ନେତା ପାଣ୍ଡିଆନଙ୍କ ପତ୍ତା ମିଳୁନି। ହେଲିକପ୍ଟର ଟୁର୍ ପରେ ଟୁର୍ କରୁଥିଲେ। ନ୍ୟାସନାଲ ଠାରୁ ନେଇ ଲୋକାଲ ସବୁ
Read More...

ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଲେ ଅଶୋକ

ଭୁବନେଶ୍ବର: ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ପରିଜା। ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ। ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ
Read More...

ଇସ୍ତଫା ଦେଲେ ମନୋଜ ମିଶ୍ର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀ ମିଶ୍ର ୨୦୨୨ ଡିସେମ୍ବର ୨୮ତାରିଖରେ ସର୍ବଭାରତୀୟ ରେଳବାଇ ଟ୍ରାଫିକ ସେବା(ଆଇଆରଟିଏସ) ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଓ ସେବେଠୁ
Read More...

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
Read More...

ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ହାରିଲା ବିଜେଡି

ଭୁବନେଶ୍ବର: ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା। ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ
Read More...

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପଦରୁ ଇସ୍ତଫା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ରିଟାୟର୍ଡ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ଓ ତାଙ୍କ ସହ ଆର୍ ବାଲକ୍ରିଷ୍ଣନ୍ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇଜଣଙ୍କ ଇସ୍ତଫାକୁ ଗ୍ରହଣ କରିନିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ
Read More...

ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ

ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ। ବଜ୍ରପାତ
Read More...