ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ପୁଣି ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ

ଭୁବେଶ୍ବର: ରାଜ୍ୟସଭା ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରାର୍ଥୀ ଘୋଷଣା କରିଛି । ଏଥିପାଇଁ ଦଳ ତରଫରୁ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ବିଜେଡିରେ ଥିବାବେଳେ ମମତା ରାଜ୍ୟ
Read More...

ବଦଳିଲା+୨ ଢାଞ୍ଚା

ଭୁବନେଶ୍ବର: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରଣାଳୀ ପରିବର୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ
Read More...

ଜୁଏଲ ଓରାମ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ୍ ପୁଣି ଅସୁସ୍ଥ। ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍‌ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ
Read More...

ବଢିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା

ଭୁବେଶ୍ବର: ବୃଦ୍ଧି ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ରାଶି । ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ପିଏମ୍ ଆବାସ ଯୋଜନା ରାଶି ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଖୁବଶୀଘ୍ର ଏଥିପାଇଁ
Read More...

ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ

ଭୁବନେଶ୍ବର: ଆସନ୍ତାବର୍ଷଠାରୁ ହେବ କଲେଜ ଇଲେକ୍ସନ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେପ୍ଟେମ୍ବର ମାସରେ କଲେଜ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ ହେଲେ ନୂଆ ସରକାର ଗଠନ ହେବା ପରଠୁ ଯଥେଷ୍ଟ ସମୟ ନଥିବାରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହୋଇ
Read More...

ରାଜ୍ୟରେ ବଜ୍ରପାତରେ ୬ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ
Read More...

ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି
Read More...

ଏଥର ଗଣେଶ ପୂଜାରେ ମାଗିବେନି ଚାନ୍ଦା, ବାଜିବନି ଡିଜେ : ଡିସିପି

ଭୁବନେଶ୍ବର: ଆସୁଛି ପ୍ରଥମପୂଜ୍ୟ ଶ୍ରୀଗଣେଶଙ୍କ ପୂଜା ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ
Read More...

କଟକ ମଧୁପାଟଣାରୁ ସିମ୍ ବକ୍ସ ଠାବ

କଟକ: ଭୁବନେଶ୍ୱର ପରେ କଟକରେ ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି। ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ସିମ୍ ବକ୍ସ ଠାବ ସ୍ଥଳରେ ତନାଘନା କରୁଛି ପୋଲିସ। ଅଭିଯୁକ୍ତ ଆଶାଦ୍ଦୁର ଜମାନ ଓରଫ୍ ରାଜୁ ମଣ୍ଡଳକୁ ୫ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ୍ ପୋଲିସ।
Read More...

ୟୁପିରୁ ଟ୍ରେନରେ ଓଡିଶା ଆସିବ ଆଳୁ

ଭୁବନେଶ୍ବର: ଟ୍ରେନରେ ଓଡିଶା ଆସିବ ଆଳୁ। ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ
Read More...