ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରାଜନୀତିରେ ପାଦ ଦେଲେ ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍‌ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର
Read More...

ପ୍ରତି ପଞ୍ଚାୟତରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ ଘୋଷଣା କରିଛନ୍ତି। ଏଥର ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
Read More...

ଜର୍ଜିଆ ହାଇସ୍କୁଲରେ ଶିକ୍ଷକ ଓ ସହପାଠୀଙ୍କୁ ଗୁଳିମାଡ

ଜର୍ଜିଆ: ଆମେରିକାର ଜର୍ଜିଆ ହାଇସ୍କୁଲରେ ଗୁଳିମାଡ଼। ଗୁଳିମାଡ଼ରେ ୪ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ୨ ଜଣ ଶିକ୍ଷକ ଅଛନ୍ତି। ଏହାସହ ପାଖାପାଖି ୯ ଜଣ ଗୁରୁତର ଥିବା କୁହାଯାଉଛି। ୯ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ
Read More...

ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସମ୍ପୂର୍ଣ୍ଣ କୋଲକାତା ସହର ହେଲା ଅନ୍ଧାର

ପଶ୍ଚିମବଙ୍ଗ: ପୀଡ଼ିତାଙ୍କୁ ନ୍ୟାୟ ଦାବିରେ କୋଲକାତା ସହର ହେଲା ଅନ୍ଧାର। ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ବୁଧବାର ରାତି ସମ୍ପୂର୍ଣ୍ଣ କୋଲକାତା ସହର ଅନ୍ଧାର କରାଯାଇଥିଲା। ଗତକାଲି ରାତି ୯ଟାରୁ ୧୦ ପର୍ଯ୍ୟନ୍ତ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ହଜାର ହଜାର
Read More...

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ବର: ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ କହିଛନ୍ତି, ଗତ ୫ ବର୍ଷରେ
Read More...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୬ ମାଓବାଦୀ ମୃତ

ତେଲେଙ୍ଗାନା: ତେଲେଙ୍ଗାନାରେ ୬ ମାଓବାଦୀଙ୍କୁ ମାରିଛନ୍ତି ସୁରକ୍ଷାକର୍ମୀ। ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୬ ମାଓବାଦୀ ନିହତ ହୋଇଛନ୍ତି। କୋଥଗୁଡେମ ଜିଲା ନୀଳାଦ୍ରିପେଟ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଏନ୍‌କାଉଣ୍ଟର କରିଥିଲେ। ମାଓବାଦୀମାନେ ମଧ୍ୟ ପାଲଟା ଗୁଳିଚାଳନା
Read More...

ରାଜ୍ୟର ସମସ୍ତ ଜିଲ୍ଲା ଗସ୍ତ କରିବେ ସଚିବ ଓ ବରିଷ୍ଠ ଅଧିକାରୀ

ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲ୍ଲା ଗସ୍ତ କରିବେ ସଚିବ ଓ ବରିଷ୍ଠ ଅଧିକାରୀ। ଏନେଇ ନିର୍ଦ୍ଦେଶନାମା ଜାରି କଲା ଯୋଜନା ଓ ସଂଯୋଜନ ବିଭାଗ । ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ସରକାରୀ ଯୋଜନାର ତଦାରଖ କରିବେ। ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର
Read More...

ଦ୍ଵିତୀୟ ବିବାହ କଲେ ଓଲିଉଡ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ବର: ପୁଣି ଥରେ ବିବାହ କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ପ୍ରେମିକା ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ବିବାହ କରିଛନ୍ତି ଅଭିନେତା। ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ
Read More...

ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି
Read More...

ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ଦିଆଯିବ ନୂଆ ରାସନ କାର୍ଡ

ଭୁବନେଶ୍ବର: ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି କି ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ। ପ୍ରାୟ ୧୦ ଲକ୍ଷରୁ ଅଧିକ ଲୋକ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ
Read More...