ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ

ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜରୁରୀ ଅବତରଣ
Read More...

ସୁରକ୍ଷାବାହିନୀର ଏନକାଉଣ୍ଟରରେ ୯ ମାଓବାଦୀ ମୃତ

ଭୁବନେଶ୍ବର: ଛତିଶଗଡରେ ସୁରକ୍ଷାବାହିନୀକୁ ମିଳିଛି ବଡ ସଫଳତା। ଛତିଶଗଡର ଦାନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷାବାହିନୀ ଏବଂ ମାଓବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ସୁରକ୍ଷାବାହିନୀ ଗୁଳିରେ ୯ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। ମାଓବାଦୀଙ୍କ
Read More...

୫ ତାରିଖ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୬ ତାରିଖ ଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ବଢିବା
Read More...

ହରିଦାସପୁର-ପାରାଦୀପ ଦ୍ୱିତୀୟ ରେଳ ଲାଇନ ନିର୍ମାଣ ପାଇଁ ରେଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ
Read More...

ରାଜ୍ୟରେ ଆରମ୍ଭ ହେଲା ପିଏମ-ଉଷ। ଯୋଜନା

ଭୁବନେଶ୍ବର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର
Read More...

ରାଜ୍ୟରେ ଖୋଲିବ ଆଉ ୨୫ ନୂଆ ଅବକାରୀ ଥାନା

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୨୫ ନୂଆ ଅବକାରୀ ଥାନା। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ହୋଇଛି। ଗଞ୍ଜାମ, ବ୍ରହ୍ମପୁରରେ ୩ଟି ଲେଖାଏଁ ଅବକାରୀ ଥାନା ଖୋଲିବ। ଏନେଇ ଅଧିକ ଆଲୋଚନା ପାଇଁ ସେପ୍ଟେମ୍ବର ୪ରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ହେବ।
Read More...

ରାଜଧାନୀବାସୀଙ୍କୁ ଚିକେନ ନ ଖାଇବାକୁ ଅନୁରୋଧ କଲେ ମେୟର

ଭୁବନେଶ୍ୱର: ରାଜ୍ୟରେ ଚାରି ଆଡେ ଏବେ ବାର୍ଡ ଫ୍ଲୁ ବ୍ୟାପିଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି। ଏପରି ପରିସ୍ଥିତିରେ ଚିକେନ ନ ଖାଇବାକୁ ଅନୁରୋଧ କରିଛନ୍ତି ମେୟର ସୁଲୋଚନା ଦାସ। । ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରାଯାଇଛି।
Read More...

ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଲେ ଚମ୍ପାଇ ସୋରେନ

ଝାଡଖଣ୍ଡ: ବିଜେପିରେ ମିଶିଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ରାଞ୍ଚିରେ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଚମ୍ପାଇ
Read More...

ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’

ଭୁବନେଶ୍ୱର: ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ ହୋଇ ଆରମ୍ଭ ହେବ ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର
Read More...

ଓଡ଼ିଶାରେ ଖୋଲିବ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଆଜି ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଗୃହକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ତାଙ୍କର ୭୯ ଦିନିଆ ସରକାର ଖଲିକୋଟ ବିଶ୍ୱବିଦ୍ୟାଳୟକୁ ୟୁଜିସି
Read More...