ବଙ୍ଗୋପସାଗର ରେ ଦାନା ବାନ୍ଧୁଛି ଲଘୁଚାପ କ୍ଷେତ୍ର, ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହୋଇ ୨୩ ତାରିଖ ରାତି କିମ୍ବା ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ରେ ପରିଣତ ହେବାର ସମ୍ଭାବନା ରହିଛି।!-->…
Read More...
Read More...