ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଅତ୍ୟାଧୁନିକ କୌଶଳ ଉପଯୋଗରେ ହେବ ରତ୍ନଭଣ୍ଡାର ଯାଞ୍ଚ

ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି। ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ନୂଆ ଏସଓପିକୁ ଅନୁମୋଦନ କଲା ଶ୍ରୀମନ୍ଦିର ପରିଚାଳ କମିଟି। ରାଜ୍ୟ ସରକାରଙ୍କ ଅନୁମତି ପରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଉପଯୋଗ କରାଯାଇ
Read More...

ଅଜଣା ଟ୍ରକ ଧକ୍କାରେ ୩ ମୃତ

କେନ୍ଦୁଝର: ଅଜଣା ଟ୍ରକ ଧକ୍କାରେ ଦୁଇ ସ୍କୁଲ ଛାତ୍ର ସମେତ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଟାଟା ଡିଏଭି ସ୍କୁଲ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତିନି ଜଣଙ୍କ ପରିଚୟ ମିଳିଥିବା ବେଳେ ମୃତକ ହେଲେ କ୍ରିଷ୍ଣା ଭୂସାଲ୍(୪୦)ତାଙ୍କ ପୁଅ ନିକିତ
Read More...

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା

ବାଂଲାଦେଶ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ନେଇ ବଡ଼ ଖବର। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶେଖ ହସିନା। ହସିନା ଇସ୍ତଫା ଦେଇଥିବା ସ୍ପଷ୍ଟ କରିଛନ୍ତି ବାଂଲାଦେଶ ସେନା ମୁଖ୍ୟ। ଏହାପରେ ସେନା ହାତକୁ ଗଲା କ୍ଷମତା ଡୋରି। ହସିନା ଅପରାହ୍ନ ୨ .୩୦ଟା ସମୟରେ ସେ ବଙ୍ଗଭବନରୁ
Read More...

ଯୋବ୍ରା ବ୍ୟାରେଜ୍‌ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା

କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍‌ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍‌,
Read More...

ମହାନଦୀରେ ଭାସିଗଲେ କାଉଡ଼ିଆ

କଟକ: ମହାନଦୀରେ ଭାସିଗଲେ କାଉଡ଼ିଆ। ତାଳଦଣ୍ଡା କେନାଲ ଭଦିମୂଳ ଘାଟରେ ଅଘଟଣ। ଘାଟରେ ପାଣି ଉଠାଇବା ବେଳେ ମହାନଦୀରେ ଭାସିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି। ଭଦିମୂଳ ଘାଟରେ ପାଣି ଉଠାଇଲା ବେଳେ ମହାନଦୀରେ ଭାସିଗଲେ କାଉଡ଼ିଆ। ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ
Read More...

୬ ତାରିଖଠାରୁ ଭୁବନେଶ୍ୱରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅଟୋ ବନ୍ଦ

ଭୁବନେଶ୍ବର: ଆସନ୍ତା ୬ ତାରିଖଠାରୁ ଭୁବନେଶ୍ୱରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେବ ଅଟୋ ଚଳାଚଳ। ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ
Read More...

ଗୋଟିଏ ବି ଦାନା ଚୋରି ହବନି କି ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ

ମୟୂରଭଞ୍ଜ: ମଧ୍ୟାହ୍ନଭୋଜନ ଚାଉଳ ବସ୍ତାରେ କମ୍‌ ପରିମାଣ ରହିବା ନେଇ ଅଭିଯୋଗ ଆସିବା ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି।
Read More...

ମନ୍ଦିର କାନ୍ଥ ଭୁଶୁଡି ୯ ଶିଶୁ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି।ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି। ତେବେ ମୃତ ଶିଶୁଙ୍କ ବୟସ ୧୦ରୁ ୧୪ ମଧ୍ୟରେ ହେବ। ସୂଚନା
Read More...

ଆଜି ରତ୍ନଚିତା ପିନ୍ଧି ଚିତ୍ତଉ ପିଠା ଖାଇବେ ମହାପ୍ରଭୁ

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କୁ ହୀରା ଖଚିତ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳ ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି ହେବ।
Read More...

କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ବିଶାଖାପଟ୍‌ନମ୍‌: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍‌ନମ୍‌ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ
Read More...