ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା

ଭୁବନେଶ୍ୱର: ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି। ବୁଧବାର ହସ୍ପିଟାଲକୁ ଜଏଂଟ କମିଶନ ଇଂଟରନ୍ୟାସନାଲ୍ (ଜେସିଆଇ) ପ୍ରାଇମ୍ ମାନ୍ୟତା ପ୍ରାପ୍ତ ହୋଇଛି। ହସ୍ପିଟାଲ ପରିସରରେ
Read More...

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଂଟନ

ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର
Read More...

ସମ୍‌ରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୨: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ ଏକ
Read More...

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

ଭୁବନେଶ୍ୱର, ୨୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ସୋଆ ଡିମ୍‌ଡ ଟୁ ବି
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର

ବ୍ରହ୍ମପୁର, ୨୨/୪ : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି
Read More...

ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?

ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା-- ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ
Read More...

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା
Read More...

ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ
Read More...

ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର
Read More...