ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ
Read More...

ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା

ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍‌) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ
Read More...

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ
Read More...

ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍‌
Read More...

ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌

ବୈତୁଲ: ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ବସ୍‌ଟି ଓଲଟି ପଡିଛି। ଫଳରେ ଏହି ଦୁର୍ଘଟଣାରେ ପୁଲିସ ସମତେ ୨୧ ହୋମ୍‌ ଗାର୍ଡ ଆହତ ହୋଇଛନ୍ତି। ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମଧ୍ୟପ୍ରଦେଶର ବୈତୁଲରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ଗତକାଲି ପ୍ରଥମ ପର୍ଯ୍ୟାୟ
Read More...

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ
Read More...

ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି

ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ
Read More...

ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର

ଭୁବନେଶ୍ୱର, ଏପ୍ରିଲ୍ ୧୯: ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର। ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ
Read More...

ବୁଡିଲା ଡଙ୍ଗା, ୧୦ରୁ ଅଧିକ ଲୋକ ନିଖୋଜ

ଝାରସୁଗୁଡା: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ମୃତ ଓ ୧୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକ ଜଣେ ମହିଳା ଅଟନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ବିଶ୍ୱ ସ୍ୱର ଦିବସ ପାଳିତ

ଭୁବନେଶ୍ୱର, ଏପ୍ରିଲ୍ ୧୮: ବିଶ୍ୱ ସ୍ୱର ଦିବସ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ମଙ୍ଗଳବାର ସ୍ୱର ଜନିତ ସମସ୍ୟା ଥିବା ରୋଗୀମାନଙ୍କର ମାଗଣାରେ ସ୍ୱରଯନ୍ତ୍ରର ପରୀକ୍ଷା କରାଯାଇଛି। ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା
Read More...