ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ
Read More...

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ହେଲେ ସତୀଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କିଏ ହେବ ତାହା ଜଣାପଡ଼ିନଥିଲେ ମଧ୍ୟ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ
Read More...

ୟୁଜିସି ନେଟ୍ ପରୀକ୍ଷା ବାତିଲ : ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବା ବେଳେ ଏବେ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିଛି। ଏହାପରେ ଶିକ୍ଷା ମନ୍ତ୍ରଣାଳୟ ପରୀକ୍ଷା ବାତିଲ କରିବା ସହ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛି। ଉଲ୍ଲେଖଯୋଗ୍ୟ, ୟୁଜିସି ନେଟ
Read More...

ବାଲେଶ୍ୱରରେ ୪ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ସରିଲା ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା ବୈଠକ। ବୈଠକରେ ନିଷ୍ପତି କ୍ରମେ, ଆସନ୍ତାକାଲି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କୋହଳ ହେବ କର୍ଫ୍ୟୁ। କେବଳ ଲିଜ୍ ଲାଇନ ଥିବା ଲୋକଙ୍କୁ ମିଳିବ ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା
Read More...

ଧାନ ଓ କପା ସହିତ ୧୪ଟି ଖରିପ ଫସଲର ଏମଏସପି ବୃଦ୍ଧି

ନୂଆଦିଲ୍ଲୀ: ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି। ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର। ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି। ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା
Read More...

୮ରେ ଖୋଲିବନି ରତ୍ନ ଭଣ୍ଡାର

ପୁରୀ: ଜୁଲାଇ ୮ରେ ଖୋଲିବନି ରତ୍ନ ଭଣ୍ଡାର। ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ। ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ
Read More...

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା।
Read More...

ଡିପଥେରିଆ ପାଇଁ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଏହି ରୋଗ। କମ ଦିନ ଭିତରେ ବିସ୍ତାରି ଗଲାଣି ଏହି ରୋଗ।ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି ରୋଗ ମାଡ଼ି ଗଲାଣି। ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ଚିହ୍ନଟ
Read More...

୩ ଦିନରେ ତାରବାଡ ଓ ୭ ଦିନରେ ଡ୍ରେନରେ ପଡିବ ସ୍ଲାବ

ଭୁବନେଶ୍ୱ: ଭୁବନେଶ୍ୱରରେ ମସଜିଦ ମୁକୁଳା କଲୋନୀରେ ଡ୍ରେନରେ ଭାସି ନାବାଳକଙ୍କ ଅକାଳ ମୃତ୍ୟୁ ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର।ଘଟଣାସ୍ଥଳରେ ଅନୁଧ୍ୟାନ କଲେ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମୃତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମନ୍ତ୍ରୀ। ଏହାସହ
Read More...

ସୁରମା ପାଢୀ ହେବେ ବାଚସ୍ପତି

ଭୁବନେଶ୍ବର: ବାଚସ୍ପତି ହେବେ ସୁରମା ପାଢୀ। ବିଜେପି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତି ହୋଇଥିବା ସୂଚନା ମିଳିଛି। ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। ଏହି ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା କରାଯାଇଛି। ନୟାଗଡ଼ ରଣପୁର ବିଧାୟିକା ହେଉଛନ୍ତି ସୁରମା ପାଢୀ। ରାଜନୀତିରେ
Read More...