ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ମନା

କଟକ: ଦୁର୍ଗାପୂଜା ଭସାଣି ପାଇଁ ପୁଣି ଏକ ନୂଆ ଗାଇଡଲାଇନ ଜାରି କରାଯାଇଛି। ଚଳିତବର୍ଷ ଦୁର୍ଗାପୂଜା ଭସାଣି ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ଗାଇଡଲାଇନ ଜାରି କରାଯାଇଥିଲେ ମଧ୍ୟ ଆଜି ଆଉ ଏକ ଗାଇଡଲାଇନ ଜାରି କରାଯାଇଛି। ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି…
Read More...

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ…
Read More...

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

ଭୁବନେଶ୍ବର: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ। ଟି ଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ। ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ। ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି। ୨୦୧୯ ଅକ୍ଟୋବରରୁ କେନ୍ଦ୍ର…
Read More...

ମାଆ ହେଲେ ଦୀପିକା

ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍‌ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। …
Read More...

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ ୧୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର ଆସନରୁ ଦଳ…
Read More...

ଗିରଫ ହେଲେ ବିଜୟ କୁମାର

ନୂଆପଡ଼ା: ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଗତକାଲି ଟଙ୍କା ସହ ଧରା ପଡ଼ିଥିଲେ ବିଜୟ କୁମାର। ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିବା ପରେ ଶ୍ରୀ ବେହୁରିଆଙ୍କୁ ଗିରଫ…
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ…
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ, ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତ ରେ ପରିଣତ ହୋଇଛି ସଦୃଶ ଲଘୁଚାପ କ୍ଷେତ୍ର। ଏହି ଅବପାତ ଏବେ ଉତ୍ତର - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେଉଛି। ବର୍ତମାନ ସିଷ୍ଟମ୍ ଟି ଗୋପାଳପୁର ଠାରୁ ପୂର୍ବ- ଦକ୍ଷିଣ ପୂର୍ବ ଦିଗରେ…
Read More...

ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ ଦେବ ସ୍କୁଲ

କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା। ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ। ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି। ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।…
Read More...

ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

କେନ୍ଦୁଝର: ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆସୂଚନା ଦେଇଛନ୍ତି। ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ଯେ,…
Read More...