ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ସ୍ନାତକୋତ୍ତର ଶିକ୍ଷା ବୈଧ ଯୋଗ୍ୟତା ନୁହେଁ : ସୁପ୍ରିମକୋର୍ଟ

ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା ହେଉଛି ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଡିପ୍ଲୋମା। ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ…
Read More...

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ…
Read More...

ନବୋଦୟ ସ୍କୁଲ ରାଗିଂ ଘଟଣାରେ ୭ ଛାତ୍ର ଓ ୨ ଛାତ୍ରୀ ନିଲମ୍ୱିତ

ନୂଆପଡା: ନବୋଦୟ ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ l ହଷ୍ଟେଲରେ ୨୨ ଜଣ ଛାତ୍ରଙ୍କୁ ସିନିୟର୍ ମାଡ଼ ମାରିବା ଘଟଣାରେ ଦ୍ୱାଦଶ ଶ୍ରେଣୀର ୭ ଛାତ୍ର ଓ ଦୁଇ ଛାତ୍ରୀଙ୍କୁ ନିଲମ୍ୱିତ କରିଛି ନବୋଦୟ ସ୍କୁଲ କର୍ତ୍ତୃପକ୍ଷ। ଦଶମ ଶ୍ରେଣୀର ୨୨ ଜଣଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ ଦ୍ୱାଦଶ…
Read More...

ଭାଜପା ଛାଡିଲେ ସାବିତ୍ରୀ ଜିନ୍ଦଲ

ହରିୟାନା: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍‌କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ୱାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…
Read More...

ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକ ମୃତ। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର…
Read More...

ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ ଏକ ଟିମ ସହ…
Read More...

ବିଜେପିରେ ମିଶିଲେ ସୁଜିତ କୁମାର

ଭୁବନେଶ୍ବର: ମମତା ମହନ୍ତଙ୍କ ପରେ ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ। ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା…
Read More...

ଆସନ୍ତା ୫ ଦିନ ଯାଏଁ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସକ୍ରିୟଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ସକ୍ରିୟ ରହିଛି। ଏହି କ୍ଷେତ୍ର ଟି କ୍ରମଶଃ ଉତ୍ତର ଦିଗ ରେ ଧୀରେଧୀରେ ଅଗ୍ରସର ହେବା…
Read More...

ପାରା ଅଲିମ୍ପିକ୍ସରେ ଜୁଡୋ ପଦକ ଭେଟି ଦେଲେ କପିଲ ପାରମର

ପ୍ୟାରିସ: ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି କପିଲ ପାରମର। ମଧ୍ୟପ୍ରଦେଶର…
Read More...

ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି…
Read More...