ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କଣ୍ଟାବାଞ୍ଜିରୁ ହାରିଲେ ନବୀନ

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ
Read More...

କେନ୍ଦ୍ରରେ କଡା ଟକ୍କର, ସବୁଠି ବିଜେପି ଆଗରେ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି। ଲକ୍ଷ୍ନୌ ଲୋକସଭା ଆସନରେ ଆଗରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦିଲ୍ଲୀର ୭ଟି ଲୋକସଭା ଆସନରେ
Read More...

୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି

ଭୁବନେଶ୍ବଣ: ଆରମ୍ଭ ହେଲା ଭୋଟ୍ ଗଣତି । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହେବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ସିଆରପିଏଫ୍ ଯବାନ, ଡିସିପି
Read More...

ବ୍ରହ୍ମୋସର ଏରୋସ୍ପେସ୍‌ର ପୂର୍ବ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ

ନାଗପୁର: ନାଗପୁରର ଏକ ଅଦାଲତ ସୋମବାର ବ୍ରହ୍ମୋସ ଏରୋସ୍ପେସ୍‌ର ପୂର୍ବ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ନିଶାନ୍ତଙ୍କ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ପାଇଁ କାମ କରୁଥିବା ନେଇ ଅଭିଯୋଗ ରହିଛି। ସୂଚନା ଅନୁସାରେ, ନାଗପୁରରେ ଥିବା
Read More...

ପୁରୀରେ ହେବନି ବିଜୟ ଶୋଭାଯାତ୍ରା

ପୁରୀ : ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି। ପୁରୀରେ ନରେନ୍ଦ୍ର ପୁଷ୍କରଣୀରେ ବାଣ ବିସ୍ଫୋରଣ ଘଟଣା ପରେ ନିର୍ବାଚନ ପରବର୍ତ୍ତୀ ଶୋଭାଯାତ୍ରା ଉପରେ ପୁଲିସ ଓ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୁରୀରେ ଭୋଟ ଗଣତି ପରବର୍ତ୍ତି ଉତ୍ସବ ପାଳନ
Read More...

ସୋଆ ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆରମ୍ଭ

ଭୁବନେଶ୍ୱର, ୦୩/୦୬: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ। ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା। କେବଳ ଖାଦ୍ୟ ସୁସ୍ୱାଦ ହେବା ଜରୁରୀ ନୁହେଁ ସେତିକି ଶରୀର ପାଇଁ ସ୍ୱାସ୍ଥ୍ୟକର ହେବା ଜରୁରୀ ବୋଲି ଶିକ୍ଷା ଓ
Read More...

ତାଜ ଏକ୍ସପ୍ରେସରେ ୪ଟି ବଗିରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ
Read More...

ବିଧାନସଭା ଭାଙ୍ଗିଲେ ରାଜ୍ୟପାଳ

ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିସ କରିଥିଲା।
Read More...

ଐତିହାସିକ ରେକର୍ଡ ହାସଲ କରିଛି ଭାରତ : ଭୋଟ ଦେଇଛନ୍ତି ୬୪ କୋଟିରୁ ଅଧିକ ଭୋଟର

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ। ଚଳିତ ବର୍ଷ ଭୋଟିଂରେ ବିଶ୍ୱ ରେକର୍ଡ କରିଛି ଭାରତ। ମୋଟ ୬୪.୨ କେଟି ଭୋଟର ନିଜର ମତସାବ୍ୟସ୍ତ କରି ଏହି ରେକର୍ଡ କରିଛନ୍ତି। ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର
Read More...

ଓଲଟିଲା ବରଯାତ୍ରୀ ଟ୍ରାକ୍ଟର: ୧୩ ,୧୫ ଆହତ

ରାଜଗଡ: ମଧ୍ୟପ୍ରଦେଶ ରାଜଗଡ଼ରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଭର୍ତ୍ତି ଟ୍ରାକ୍ଟର। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ରାଜସ୍ଥାନ ମୋତୀପୁରାରୁ କୁଲାମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୂଚନା
Read More...