ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ : ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ
Read More...

ପିଏନ୍‌ବି ପକ୍ଷରୁ ସମ୍ ହସ୍ପିଟାଲ୍‌କୁ ଭେଂଟିଲେଟର ଓ ଆଇସିୟୁ ଶଯ୍ୟା ପ୍ରଦାନ

ଭୁବନେଶ୍ୱର, ଜାନୁଆରୀ ୨୩ : ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ ପକ୍ଷରୁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଗୋଟିଏ ମଲ୍ଟିପର୍ପୋଜ ଭେଂଟିଲେଟର ଓ ୬ଟି ମୋଟୋରାଇଜ୍‌ଡ ଆଇସିୟୁ ଶଯ୍ୟା ପ୍ରଦାନ କରାଯାଇଛି । ବ୍ୟାଙ୍କର କର୍ପୋରେଟ ସୋସିଆଲ୍ ରେସପନ୍‌ସିବିଲିଟି
Read More...

ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ। ବଦଳିଲେ ୧୭ ଜିଲ୍ଲାର ଜିଲ୍ଲାପାଳ। ୩୮ ଆଇଏଏସ୍ ଅଫିସରଙ୍କ ବଦଳି। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରଞ୍ଜନ କୁମାର ଦାସ ହେଲେ କେନ୍ଦ୍ରାଞ୍ଚଳ ଆରଡିସି। ଏହାସହିତ ତାଙ୍କୁ ଦକ୍ଷିଣାଞ୍ଚଳ ଆରଡିସି ଭାବେ ବାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ
Read More...

ସୋଆ କ୍ୟାମ୍ପସ୍‌ରେ ସୌରଶକ୍ତି ପରିଚାଳିତ ପାଣିପାଗ ଓ ବାୟୁ ଗୁଣବତା ନିରୀକ୍ଷଣ କେନ୍ଦ୍ର ସ୍ଥାପିତ

ଭୁବନେଶ୍ୱର, ୨୨/୦୧ : ଜଳବାୟୁ ପରିବର୍ତନକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ସିଟି ୟୁନିଭର୍ସିଟି ଅଫ୍ ନ୍ୟୁୟର୍କ (ସିୟୁଏନ୍‌ୱାଇ) ପରିଚାଳିତ ବ୍ରୋନକ୍ସ କମ୍ୟୁନିଟି କଲେଜ ପକ୍ଷରୁ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) କ୍ୟାମ୍ପସ୍‌ରେ ଏକ ସ୍ୱୟଂଚାଳିତ ସୌରଶକ୍ତି ପରିଚାଳିତ ପାଣିପାଗ ଓ ବାୟୁ
Read More...

ଅଯୋଧ୍ୟା ଫେରିଲେ ଶ୍ରୀରାମଲଲା

ଅଯୋଧ୍ୟା: ପ୍ରଭୁ ଆସିଲେ ଅଯୋଧ୍ୟା। ବିରାଜମାନ କରିଲେ ଭବ୍ୟ ରାମ ମନ୍ଦିରରେ। ଦୀର୍ଘ ୫୦୦ ବର୍ଷର ଅପେକ୍ଷାର ହେଲା ଅନ୍ତ। ଅଯୋଧ୍ୟାରେ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ଲୋକାର୍ପିତ ହୋଇଛି । ମନ୍ଦିରରେ ବିରାଜମାନ ପରେ ଶ୍ରୀରାମଙ୍କ ଠାରେ ପ୍ରାଣ ପ୍ରତିଷ୍ଠା ବିଧି ସମ୍ପନ୍ନ ହୋଇଛି । ଧାର୍ଯ୍ୟ ସମୟ
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର, ୨୧/୦୧ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପରିଚାଳିତ ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରବିବାର
Read More...

ପାହାଡ ଉପରେ ଓଲଟିଲା ଟ୍ରାକ୍ଟର: ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ

ନୟାଗଡ: ପାହାଡ଼ ଉପରେ ନିର୍ମାଣ କରାଯାଇଥିବା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଟ୍ରାକ୍ଟର ଯୋଗେ କେତେଜଣ ଶ୍ରଦ୍ଧାଳୁ ଯାଇଥିଲେ। ହେଲେ ପାହାଡ଼ ଉପରକୁ ଯାଇଥିବା ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟି ପଡ଼ିଥିଲା। ଫଳରେ ୧୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି।
Read More...

ଉଚ୍ଚଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ଜେଏସପି ଫାଉଣ୍ଡେସନ ଦ୍ବାରା ୪୨୫୪ ଜଣ ବାଳିକା ଓ ମହିଳାଙ୍କୁ ଯଶସ୍ୱୀ ବୃତ୍ତି…

ଯଶସ୍ଵୀ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ଆର୍ଥିକ ସହାୟତା ପାଇବା ନିମନ୍ତେ ଚୟନ କରାଯାଇଥିବା ବାଳିକା ଓ ମହିଳା ମାନଙ୍କ ମଧ୍ୟରୁ ୨୬୮୯ ଜଣ ଓଡ଼ିଶାର ବାସିନ୍ଦା ୨୦୨୨ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏବେ ୧୦ ହଜାରରୁ ଅଧିକ ମହିଳା ଓ ବାଳିକା ସାମିଲ ଭୁବନେଶ୍ବର, ଜିନ୍ଦଲ
Read More...

ଦୁର୍ଘଟଣାରେ ଗୁରୁତର ଆହତ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ

ଭୁବନେଶ୍ବର: ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ଏକ ଟ୍ରକ୍‌ ପଛରେ ସୁଧାକର ବସନ୍ତଙ୍କ କାର୍‌ ପିଟି ହୋଇଥିଲା। ସେ ଚଣ୍ଡୀଖୋଲ ପଟୁ କଟକ
Read More...

ଆସନ୍ତା ୨୭ରେ ଲୋକାର୍ପଣ ହେବ ମା’ସମଲେଇ ପ୍ରକଳ୍ପ

ସମ୍ବଲପୁର: ଆସନ୍ତା ୨୭ରେ ଲୋକାର୍ପଣ ହେବାକୁ ଯାଉଛି ମା’ସମଲେଇ ପ୍ରକଳ୍ପ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଭଳି ଏହାକୁ ଭବ୍ୟ ଓ ସ୍ମରଣୀୟ କରିବାକୁ ଜୋରଦାର ପସ୍ତୁତିରେ ଲାଗି ପଡିଛନ୍ତି ସମଲେଇ ମନ୍ଦିର ଟ୍ରଷ୍ଟ। ଏଥିପାଇଁ ବିଭିନ୍ନ ଦେବାଦେବୀ ପୀଠ, ସାଧୁ-ସନ୍ଥଙ୍କୁ ନିମନ୍ତ୍ରଣ
Read More...