ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ମୋବାଇଲ ବନ୍ଦ ହୋଇ ଆଇକାର୍ଡ ଲାଗୁ ହେଲେ ସେବାୟତ କଣ୍ଟ୍ରୋଲକୁ ଆସିବେ : ଜଗନ୍ନାଥଙ୍କ ବାଡଗ୍ରାହୀ

ପୁରୀ: କାଲିର ଦିନ ଓଡିଶାବାସୀଙ୍କ ପାଇଁ ଥିଲା ବଡ କଷ୍ଟ ଦାୟକ। ଗୋଟେ ପଟେ କେନ୍ଦ୍ରାପଡାରେ ମହାପ୍ରଭୁ ବଳଭଦ୍ରଙ୍କ ରଥ ଗଡୁନଥିବା ବେଳେ, ପୁରୀରେ ଘଟି ଯାଇଛି କାଲି ଏକ ବଡ଼ ଅଘଟଣ। ଆଡପ ପହଣ୍ଡିବେଳେ ଚାରମାଳ ଉପରେ ମୁହଁ ମାଡି ଖସି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର। ଏହି ଘଟଣାରେ ଓଡ଼ିଶାବାସୀ
Read More...

ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ନିଜକୁ ଓଡିଆ ଶିଖିବାକୁ ପଡିବ

ଭୁବନେଶ୍ବର: ଓଡିଆ ଉଦ୍ୟୋଗୀଙ୍କ ବିକାଶ କରିବାକୁ ହେଲେ ଓଡିଆ ଭାଷା ଶିଖିବାକୁ ପଡିବ। କାରଣ ଓଡିଆ ଲୋକଙ୍କୁ ଓଡିଆ ଭାଷାରେ ହିଁ ଶିଖାଇବାକୁ ହେବ । ନହେଲେ ଗାଁ ଗହଳିରୁ ଆସିଥିବା ଲୋକ କେମିତି ବୁଝିବେ। ଓଡିଆରେ ପ୍ରଶିକ୍ଷଣ ଦେବାକୁ ହେଲେ ନିଜେ ଓଡିଆ ଶିଖିବାକୁ ପଡିବ ବୋଲି ଏମଏସଏମଇ ମନ୍ତ୍ରୀ
Read More...

ବିଶ୍ୱର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ ହେବ ଅନୁଗୋଳ ଜିନ୍ଦଲ ପ୍ଲାଣ୍ଟ : ନବୀନ ଜିନ୍ଦଲ

ଭୁବନେଶ୍ବର: ଲୋକସଭା ସାଂସଦ ତଥା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ (ଜେଏସପି) ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଆଜି ଓଡ଼ିଶାର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ଇସ୍ପାତ ସଂଘର ଏକ ପ୍ରତିନିଧି ଦଳସାକ୍ଷାତ କରିଛନ୍ତି। ଇସ୍ପାତ ନିର୍ମାତାମାନଙ୍କୁ ନେଇ
Read More...

ସୁପ୍ରିମକୋର୍ଟଙ୍କ ବଡ ରାୟ: ଏବେ ଛାଡପତ୍ର ପରେ ମୁସଲମାନ ମହିଳାଙ୍କୁ ମିଳିବ ଭରଣପୋଷଣ

ନୂଆଦିଲ୍ଲୀ: ଛାଡପତ୍ର ମାମଲାରେ ମୁସଲିମ୍‌ ମହିଳାଙ୍କ ଅଧିକାର ସମ୍ପର୍କରେ ବଡ ରାୟ ଦେଇଛନ୍ତି ସର୍ବୋଚ୍ଚ କୋର୍ଟ। ଏଣିକି ମୁସଲମାନ ମହିଳା ପାଇପାରିବେ ଭରଣପୋଷଣ ଟଙ୍କା। ଯେକୌଣସି କାରଣରୁ ଛାଡପତ୍ର ହେବା ପରେ ମହିଳାଙ୍କୁ ଭରଣପୋଷଣ ବାବଦକୁ ସ୍ୱାମୀଙ୍କୁ ଅର୍ଥ ରାଶି ଦେବାକୁ ହେବ। କୌଣସି ଧର୍ମ
Read More...

୫ଟି ପ୍ରସ୍ତାବ ଉପରେ ଲାଗିଲା କ୍ୟାବିନେଟ ମୋହର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି। ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି
Read More...

ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ନୂଆଦିଲ୍ଲୀ: ଗୈାତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ବିସିସିଆଇ ସଂପାଦକ ଜୟ ଶାହ ଆଜି ଏହି ଘୋଷଣା କରିଛନ୍ତି। ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ସଚିବ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ
Read More...

ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ

ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର
Read More...

ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର

ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ
Read More...

ରସୁଲଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର: ଭୁବନେଶ୍ୱର ରସୁଲଗଡ଼ ଛକରେ ଅଭାବନୀୟ ଦୃଶ୍ୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାରକେଡ ଆଗରେ ହଙ୍ଗାମା କଲେ ମହିଳା। ରସୁଲଗଡ଼ ଛକରେ ହଠାତ ଜଣେ ମହିଳା ରାସ୍ତା ମଝିକୁ ଆସିଯାଇ କାରକେଡ ଅଟକାଇବାକୁ ଚେଷ୍ଟା କରିଥିଲେ । ମହିଳାଙ୍କ ପାଇଁ କିଛି ସମୟ ମୁଖ୍ୟମନ୍ତ୍ରୀଙ୍କ କାରକେଡ
Read More...

ଓଡ଼ିଶା ଫୁଟୁବଲ ଆସୋସିଏସନ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

କଟକ: ଓଡ଼ିଶା ଫୁଟୁବଲ ଆସୋସିଏସନ(ଫାଓ) ସଭାପତି ପଦରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି (ଫାଓ) ସମ୍ପାଦକଙ୍କୁ ଚିଠିରେ
Read More...