ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

କାଲିଠାରୁ ଆରମ୍ଭ ହେବ ବରଗଡ ଧନୁଯାତ୍ରା

ବରଗଡ: ଆସନ୍ତାକାଲିଠୁ ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହା
Read More...

ଆସନ୍ତା ୧୭ ତାରିଖ ସରକାରୀ ଛୁଟି

ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।
Read More...

ସୋଆରେ ‘ବେଟି ବଚାଓ ବେଟି ପଢ଼ାଓ’ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୧୩/୦୧: ଝିଅମାନେ ପାଠ ପଢ଼ିଲେ, ସଶକ୍ତ ହେଲେ ଦେଶ ଆଗକୁ ଯିବ । ପରିବାର ସହିତ ଦେଶର ଅର୍ଥନୀତି ମଧ୍ୟ ମହିଳାଙ୍କ ସଶକ୍ତିକରଣ ଉପରେ ନିର୍ଭର କରେ । ଏହି ପ୍ରସଙ୍ଗ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ଶନିବାର ଏକ
Read More...

ଓୟୋ ହୋଟେଲରୁ ଅଙ୍ଗନବାଡ଼ି ଦିଦିଙ୍କ ମୃତ ଦେହ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ; ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କ ଘର ପୁରୀ ଜିଲ୍ଲା
Read More...

ମଦ୍ୟପ ଆକ୍ରମଣରେ ୫ ଛାତ୍ର ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ବଙ୍କେଲ ସରକାରୀ ପ୍ରାଥମିକ ସ୍କୁଲ ପରିସରରେ ଘଟିଛି ଅଘଟଣ। ଜଣେ ମଦ୍ୟପ ସ୍କୁଲ ମଧ୍ୟକୁ ପଶି ଆକ୍ରମଣ କରିବା ଯୋଗୁ ୫ ଜଣ ଛାତ୍ର ଆହତ ହୋଇଛନ୍ତି। ଟିଟିଲାଗଡ଼ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା କରାଯାଇଛି। ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ
Read More...

ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ

କୋରାପୁଟ: ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ନନ୍ଦପୁର ବ୍ଲକ ଖମରାର ଗ୍ରାମ ଧନିଆ ଖରା ଏବଂ ମାଣିକ ଖେମୁଣ୍ଡୁ। ସେହିପରି ଲମତାପୁଟ ବ୍ଲକ ପାଲାମଗ୍ରାମର ରବୀନ୍ଦ୍ର ଖରା ଗୁରୁତର ହୋଇ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ
Read More...

ଅଟଳ ସେତୁକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମୁମ୍ବାଇ: ଦେଶର ସବୁଠାରୁ ବଡ଼ ସମୁଦ୍ର ସେତୁ ଅଟଳ ସେତୁକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ବ୍ରିଜକୁ ‘ଅଟଳ ବିହାରୀ ବାଜପାୟୀ-ସେୱାରୀ ହ୍ନାୱା ଅଟଳ ସେତୁ’ ନାମରେ ନାମିତ କରାଯାଇଛି । ଡିସେମ୍ବର ୨୦୧୬ରେ ପ୍ରଧାନମନ୍ତ୍ରୀ ଏହି ପୋଲର ଶିଳାନ୍ୟାସ କରିଥିଲେ । ୧୭
Read More...

ଏଣିକି ପରିଷ୍କାର ଅକ୍ଷରରେ ପ୍ରେସ୍‌କ୍ରିପ୍‌ସନ୍‌ ଲେଖିବେ ଡାକ୍ତର

ଭୁବନେଶ୍ବର: ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦେଲେ। କ୍ୟାପିଟାଲ ଲେଟର, ଟାଇପ୍‌ କିମ୍ବା ଗୋଲ୍‌ ଗୋଲ୍‌ ଲେଖିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ନିର୍ଦ୍ଦେଶ।
Read More...

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ଟ୍ରାଫିକ ଇନ୍ସପେକ୍ଟର । ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ
Read More...

ଝୁଲନ୍ତା ଅବସ୍ଥାରେ ବିଡିଓଙ୍କ ମୃତଦେହ ଉଦ୍ଧାର

ସିମୁଳିଆ: ସିମୁଳିଆ ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ଆତ୍ମହତ୍ୟା ଅଭିଯୋଗ । ସରକାରୀ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରୁଛି । ୬ ମାସ ହେବ ସିମୁଳିଆରେ ନିଯୁକ୍ତି ହୋଇଥିଲେ ବିଶ୍ୱରଞ୍ଜନ।
Read More...