ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଉଦଘାଟନ ହେଲା ମାଲକାନଗିରି ବିମାନବନ୍ଦର

ମାଲକାନଗିରି: ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି ।୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି
Read More...

ଲଗାଣ ବର୍ଷାରେ ବେହାଲ ତାମିଲନାଡୁ

ଚେନ୍ନାଇ : ଲଗାଣ ବର୍ଷାରେ ବେହାଲ ହେଇଯାଇଛି ତାମିଲନାଡୁ। ଗତକାଲି ଭୀଷଣ ବର୍ଷାରେ ଜଳମଗ୍ନ ହୋଇ ପଡିଛି ତାମିଲନାଡୁର ଏକାଧିକ ଜିଲ୍ଲା। ମୁଖ୍ୟତଃ ରାଜଧାନୀ ଚେନ୍ନାଇରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷାରୁ ରାସ୍ତାଘାଟ ଗହଳି ରହିବା ସାଙ୍ଗକୁ ଲୋକମାନେ ନାନା ଅସୁବିଧାର ସମ୍ମୁଖୀନ
Read More...

ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ବର: ଆଜି ଆରମ୍ଭ ହୋଇଥିବା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ: ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ
Read More...

ଲକ୍ଷ୍ୟସ୍ଥଳରେ ପହଁଚିଲା ‘ଆଦିତ୍ୟ ଏଲ-ୱାନ’

ନ୍ୟୁଜ୍ ବ୍ୟୁରୋ: ଚନ୍ଦ୍ରଯାନର ସଫଳତାର ଉତ୍ସାହ ପରେ ଆଉ ଏକ ଖୁସିର ଖବର ଦେଶବାସୀଙ୍କୁ ଦେଇଛି ଇସ୍ରୋ । ସୂର୍ଯ୍ୟ ମିଶନ ପାଇଁ ସ୍ୱତନ୍ତ୍ର ଯାନର ସଫଳ ଉତକ୍ଷେପଣ ପରେ ଲକ୍ଷ୍ୟସ୍ଥଳରେ ପହଁଚିଛି ଆଦିତ୍ୟ-ଏଲ-ୱାନ । ଏଲ୍-ୱାନ ପଏଂଟରେ ୫ ବର୍ଷ ଯାଏଁ କାମ କରିବ ଆଦିତ୍ୟ ଏଲ ୱାନ୍ । ହେଲୋ ଅରବିଟରେ
Read More...

ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ରାଜ୍ୟ ଡ୍ରାଇଭର ସଂଘ ଆନ୍ଦୋଳନରୁ ଓହରିବା ପାଇଁ ନିଷ୍ପତ୍ତି ନେଇଛି। ଏନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ୨ଟି ଦାବି ପୂରଣ କରିଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ
Read More...

ମନ୍ତ୍ରୀଙ୍କ ଗାଡି ଧକ୍କାରେ ନାବାଳକ ଗୁରୁତର

ରାୟଗଡ଼ା: ଆଦିବାସୀ କଲ୍ୟାଣ ତଥା ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଆଜି ଜଣେ ୪ ବର୍ଷ ବୟସର ଶିଶୁର ଦୁଇ ଗୋଡ଼ ଭାଙ୍ଗିଛି। ଗୁରୁତର ନାବାଳକ ହେଲା ନବୀନ ଗୁନୁଲୁ। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁ ଶରୀରର ବିଭିନ୍ନ ଅଙ୍ଗ ଓ ଦୁଇ ଗୋଡରେ ଗୁରୁତର ଆଘାତ ଲାଗିଥିବା
Read More...

ପୋଖରୀରେ ବୁଡି ଦୁଇ ଶିଶୁଙ୍କ ମୃତ୍ୟୁ

ଯାଜପୁର: ପୋଖରୀରେ ପଡିଯିବାରୁ ଦୁଇଟି ନିଷ୍ପାପ ଶିଶୁଙ୍କ ଜୀବନ ଦୀପ ଲିଭି ଯାଇଛି । ମୃତକ ଦୁଇ ଜଣ ସଂପର୍କୀୟ ଭାଇ-ଭଉଣୀ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କୁଳସାହିରୁ ଏମିତି ଏକ ଦୁଃଖଦ ଖବର ଆସିଛି । ମୃତ ଶିଶୁ ଦୁଇ ଜଣ ହେଉଛନ୍ତି କୁଳସାହି ଗାଁର ମାନସ ଜେନାଙ୍କ ପୁଅ କାହ୍ନୁ ଜେନା ଓ
Read More...

ଏବର୍ଷ ଚିଲିକାରେ ପକ୍ଷୀସଂଖ୍ୟା ବଢ଼ିଛି

ପୁରୀ: ଚଳିତ ବର୍ଷ ଚିଲିକା ଚିଲିକାକୁ ଆସିଛନ୍ତି ୫ ହଜାର ୮୩୦ ଅଧିକ ପକ୍ଷୀ। ଆଜି ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ଅଧିକ ସଂଖ୍ୟକ ପକ୍ଷୀ ଚିଲିକାକୁ ଆସିଥିବା ଜଣାପଡ଼ିଛି। ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ। ଗତବର୍ଷ ୧୮୪ ପ୍ରଜାତିର ୧୧ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଥିଲେ।
Read More...

ନେତାଙ୍କ ଚିନ୍ତା ବଢାଇଲାଣି ଡିପ୍ ଫେକ ଭିଡିଓ

ଭୁବନେଶ୍ବର: ନେତାଙ୍କୁ ଚିନ୍ତାରେ ପକାଇଲାଣି ଡିପଫେକ୍ ଭିଡ଼ିଓ। ସାଇବର ଠକ ବ୍ଲାକମେଲ ପରେ କରିପାରନ୍ତି ବଦନାମ । ନେତାମାନେ ଚିନ୍ତାରେ ପଡିଥିବା ବେଳେ ଏବେଠୁ ସଜାଗ ହୋଇଛି ପୋଲିସ ।ପ୍ରଭାବଶାଳୀ ଲୋକଙ୍କ ଫୋଟୋ ଓ ଭିଡିଓ ବ୍ୟବହାର କରି ଆର୍ଟିଫିସିଆଲ ଇଣ୍ଟେଲିଜନ୍ସେ ମାଧ୍ୟମରେ ନକଲି ଭିଡିଓ
Read More...

କର୍ତ୍ତବ୍ୟପଥରେ ବିଶ୍ବ ଦେଖିବ ଓଡ଼ିଶାର କଳା

ନୂଆଦିଲ୍ଲୀ : ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ  ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର
Read More...