ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ…
Read More...

୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ଜମ୍ମୁରେ ହେବ ନିର୍ବାଚନ

ନୂଆଦିଲ୍ଲୀ: ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ। ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଯାଉଛି। ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର। ୩୭୦ ଧାରା…
Read More...

ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା

ପୁରୀ: ବଲିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଅଭିନେତ୍ରୀ ଜୁହି ଚାୱଲା ଆଜି ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ ମହାପ୍ରଭୁଙ୍କୁ ଶ୍ରେୟ ଦେବା ସହ ମହାପ୍ରଭୁଙ୍କୁ…
Read More...

ପୁଣି ଏକ ବିଦେଶୀ ଜାହାଜକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦ୍ଵୀପ: ପୁଣି ଏକ ବିଦେଶୀ ଜାହାଜକୁ ଗିରଫ ନିର୍ଦ୍ଦେଶ। ସାମୁଦ୍ରିକ ବିବାଦ ସମ୍ପର୍କିତ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ଵୀପରେ ଥିବା ଇଜିପ୍ଟ ଫ୍ଲାଗସିପର ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଜାହାଜଟିର ନାଁ ହେଉଛି ଏମଭି ୱାଡି…
Read More...

ଆନ୍ତର୍ଜାତିକ ବ୍ୟାଡମିଂଟନ୍ ଚାମ୍ପିଅନ୍‌ସିପ୍‌ରେ ଭାଗ ନେବେ ସୋଆ ଛାତ୍ର

ଭୁବନେଶ୍ୱର, ୧୬/୦୮: ଆସନ୍ତା ଅଗଷ୍ଟ ୨୦ ରୁ ୨୫ ତାରିଖ ପର୍ଯ୍ୟନ୍ତ ଇଣ୍ଡୋନେସିଆର ପେକାନ୍‌ବାରୁ ସିଟି ସହରରେ ଆୟୋଜିତ ହେବାକୁ ଥିବା ଇନ୍‌ଟରନ୍ୟାସ୍‌ନାଲ୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ଭାଗ ନେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଇଞ୍ଜିନିୟରିଂ ଛାତ୍ର ଅମ୍ରିତ୍ ମହାନ୍ତି।ସୋଆ ପରିଚାଳିତ…
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪,‘ଦମନ’ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

ନୂଆଦିଲ୍ଲୀ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର…
Read More...

ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ଆସନ୍ତୁ ନାହିଁ : ଏସ୍‌ସିବି ଅଧୀକ୍ଷକ

କଟକ: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି। ତେଣୁ ଅତି…
Read More...

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ ଆଜି କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଗତ ସାଧାରଣ…
Read More...

କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ। ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍। ଏକକାଳୀନ କଟକ, ଭୁବନେଶ୍ବର ଓ…
Read More...

ଆର୍ଥ ଅବଜରଭେସନ ସାଟେଲାଇଟର ସଫଳ ଉତକ୍ଷେପଣ

ଆନ୍ଧ୍ରପ୍ରଦେଶ: ଆଜି ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ।। ଉତକ୍ଷେପଣ ହେଲା SSLV-D3 ରକେଟ୍ । ଆଜି ଦେଶର ସବୁଠୁ ଛୋଟ ରକେଟ 'ସ୍ମଲ ସାଟେଲାଇଟ ଲଞ୍ଚ ଭେହିକିଲ'ରେ (SSLV-D3 ) ଆର୍ଥ ଅବଜରଭେସନ ସାଟେଲାଇଟ (EOS-08) ଲଞ୍ଚ କରିଛି ଭାରତୀୟ ମହାକାଶ…
Read More...