ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ
Read More...

ସୁନ୍ଦରଗଡକୁ ବିଶ୍ବସ୍ତରରେ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: କାର୍ତ୍ତିକ ପାଣ୍ଡିଆନ

କଥା କମ, କାମରେ ବେଶି ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ‘ମୁଁ ବି ତାଙ୍କ ଆଦର୍ଶରେ ଅନୁପ୍ରାଣିତ’ସୁନ୍ଦରଗଡବାସୀଙ୍କ ସବୁ ଆବେଦନର ସମାଧାନ ହେବ୮ମାସରେ ସୁନ୍ଦରଗଡ ନିର୍ବାଚନମଣ୍ଡଳିକୁ ମିଳିଛି ୩୫୦ କୋଟି ଟଙ୍କାର ସହାୟତାତଳସରା ନିର୍ବାଚନମଣ୍ଡଳିର ବିଭିନ୍ନ ପ୍ରକଳ୍ପ ପାଇଁ ମିଳିଛି ୨୦୦ କୋଟି
Read More...

ବିଷାକ୍ତ ହର୍ବିସାଇଟ୍ ପାରାକ୍ବାଟ୍‌କୁ ନିଷିଦ୍ଧ କର

କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର୩ମାସ ପାଇଁ ସରକାର ଓଡ଼ିଶାରେ ଏହାକୁ ନିଷିଦ୍ଧ କରିଥିଲେମଣିଷର ଜୀବନ ପ୍ରତି ବିପଦ ଏହି ରାସାୟନିକ ପଦାର୍ଥସ୍ବାସ୍ଥ୍ୟ ପ୍ରତି କେବଳ ବିପଦ ଆଣୁନି, ଜୀବନ ବି ନେଇଯାଉଛି ଭୁବନେଶ୍ବର: ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବାଟ୍‌ ଓ
Read More...

ଦାମଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

ଭୁବନେଶ୍ବର: ବରିଷ୍ଠ ରାଜନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ନିଲମ୍ବନ । ନିଲମ୍ବନ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁଥିରେ ବିଜେଡି ସୁପ୍ରିମୋଙ୍କ ଦସ୍ତଖତ ଥିବା ଦେଖିବାକୁ ମିଳିଛି । ତେବେ ସୂଚନା ମୁତାବକ ୨୦୧୮ରେ ବିଜେଡିରୁ
Read More...

ନୂଆ ଡିଜିପି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

ଭୁବନେଶ୍ବର: ଓଡ଼ିଶା ପୁଲିସର ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଛନ୍ତି ଅରୁଣ ଷଡଙ୍ଗୀ । ଆଜି ସରୁଛି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଙ୍କ କାର୍ଯ୍ୟକାଳ । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଅରୁଣ ଷଡଙ୍ଗୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ସୁନୀଲ ବଂଶଲ। ତେବେ ନୂଆ ଡିଜିପି
Read More...

ତପ୍ତପାଣି ଘାଟିରେ ଓଲଟିଛି ବସ୍ ୪୦ ଯାତ୍ରୀ ଆହତ, ୬ ଗୁରୁତର

ଗଞ୍ଜାମ: ଗଞ୍ଜାମ ଓ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପିକନିକ ବସ୍ ଓଲଟି ୪୦ ଯାତ୍ରୀ ଆହତ ଓ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରେ ବହୁ ମହିଳା ଓ ଛୋଟ ଛୁଆ ରହିଛନ୍ତି। ଏବେ ଆହୁରି ଅନେକ ଯାତ୍ରୀ ବସ୍‌ ଭିତରେ ଫସି ରହିଥିବା ଅନୁମାନ କରାଯାଉଛି। ସୂଚନା ଅନୁସାରେ,
Read More...

ଅରୁଣ ଷଢ଼ଙ୍ଗୀଙ୍କୁ ଡିଜିପି ଦାୟିତ୍ବ

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ର ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ଆଜି ତାଙ୍କୁ ରାଜ୍ୟ ସରକାର ପୁଲିସ୍‌ ମହାନିର୍ଦ୍ଦେଶ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଏହି ପଦର ଅତିରିକ୍ତ ଦାୟିତ୍ୱରେ ରହିବେ। ନୂଆ ଡିଜିପି
Read More...

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ଗତକାଲି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ହୋଇଥିବା କ୍ୟାବିନେଟ୍ ମିଟିଙ୍ଗ୍ ରେ ରାଜ୍ୟ ସରକାର ପଦବି ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ବୃଦ୍ଧି
Read More...

ସମ୍‌ରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ

ଭୁବନେଶ୍ୱର, ଡିସେମ୍ବର ୩୦: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଚଳିତ ଡିସେମ୍ବର ୨୯ ତାରିଖରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ହସ୍ପିଟାଲ୍‌ର ଶିଶୁ ଶଲ୍ୟ ବିଭାଗରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶେଷଜ୍ଞ ଓ ଡାକ୍ତର
Read More...